ବାଇକ୍‌, କାର୍‌ରେ ଫେରୁଛନ୍ତି ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୭।୫: କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ବହୁ ଲୋକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ରାଜ୍ୟସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି। ହେଲେ ଏହା ସତ୍ତ୍ୱେ କେତେକ ପ୍ରବାସୀ ଲୁଚି ଛପି ରାଜ୍ୟକୁ ଫେରୁଥିବା ନଜିର ରହିଛି। ଇତିମଧ୍ୟରେ ସୁୁରାଟରୁ ୮ ଜଣ ବାଇକ୍‌ ଓ କାର୍‌ରେ ଭଦ୍ରକ ଆସୁଥିବା ଜଣାପଡିଛି। ସେମାନେ ଗୁରୁବାର ସନ୍ଧ୍ୟା ସୁଦ୍ଧା ଭଦ୍ରକରେ ପହଞ୍ଚିବେ। କାର୍‌ରେ ଆସୁଥିବା ୬ଜଣଙ୍କ ମଧ୍ୟରୁ ୨ଜଣ ମହିଳା ରହିଛନ୍ତି। ସେହିପରି ଅନ୍ୟ ଏକ ବାଇକ୍‌ରେ ୨ଜଣ ବ୍ୟକ୍ତି ଆସୁଥିବା କୁହାଯାଉଛି। ଭଦ୍ରକରେ ପହଞ୍ଚିଲେ ପ୍ରଥମେ ସେମାନଙ୍କର ଭଣ୍ଡାରିପୋଖରୀ ଆଇଟିଆଇରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏହାପରେ ନିଜ ନିଜ ପଞ୍ଚାୟତରେ ଥିବା ସଙ୍ଗରୋଧ ଗୃହକୁ ସେମାନଙ୍କୁ ପଠାଇବାର ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀଙ୍କୁ ଭର୍ତ୍ସନା କଲେ ଅଖିଳେଶ

ଲକ୍ଷ୍ନୌ,୧୩।୪: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସମାଜବାଦୀ...

ବାଟ ହୁଡ଼ିପାରେ ଖରିଫ ଚାଷ

ଖୋର୍ଦ୍ଧା ଅଫିସ, ୩।୮ଖୋର୍ଦ୍ଧା ଜିଲାରେ ପ୍ରାୟ ଦୁଇମାସ ହେଲା ବର୍ଷା ନାହିଁ। ଚାଷଜମି ଫାଟି ଆଁ କଲାଣି। ଏଥର ଖରିଫ ଚାଷ ବାଟ ହୁଡ଼ିପାରେ ବୋଲି...

କୋର୍ଟରୁ ଫାଇଲ୍‌ ଚୋରି: ଅଭିଯୁକ୍ତ ଅଟକ, ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ,୨୧।୧୨: ବାଲେଶ୍ୱର ସିଭିଲ ଜଜ୍‌ ଜୁନିୟର ଡିଭିଜନ୍‌ (ମୁନସିଫ୍‌) କୋର୍ଟର ନିର୍ବାଚନ ମିସ୍‌ କେସ୍‌ (ନଂ. ୧୬/୧୭)ର ଫାଇଲ୍‌ ଚୋରି ହୋଇଯାଇଥିବା ଶନିବାର ଜଣାପଡ଼ିଥିଲା।...

ଗୁଣି ସନ୍ଦେହରେ ପଡ଼ୋଶୀ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

ରାୟଗଡ଼ା ଅଫିସ,୬ା୯: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏବେ ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଦୂର ହୋଇପାରିନାହିଁ । ଗ୍ରାମାଞ୍ଚଳ ଦୂରର କଥା ସହରୀ ଲୋକଙ୍କ ମାନସିକତାରେ...

ଭେଣ୍ଟିଲେଟରରେ ୧୮ଦିନ ରହିବା ପରେ କରୋନା ଯୁଦ୍ଧରେ ବିଜୟୀ ହେଲେ ୪ମାସର ଶିଶୁ

ବିଶାଖପାଟନମ୍‌,୧୩।୬: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର ଜଣେ ୪ମାସର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇ ଶୁକ୍ରବାର ଘରକୁ ଫେରିଛନ୍ତି। ଉକ୍ତ ଶିଶୁଙ୍କୁ ୧୮ଦିନ ଯାଏ...

ଗାଧୋଇବାକୁ ଆସି କେନାଲରେ ଭାସିଗଲେ ଯୁବକ

କୋକସରା,୩।୧୧(ଡି.ଏନ୍‌.ଏ.): ଗାଧୋଇବାକୁ ଆସି ଜଣେ ଯୁବକ ଇନ୍ଦ୍ରାବତୀ ବାମ କେନାଲରେ ଭାସି ଗୁରୁବାର ନିଖୋଜ ହୋଇଯାଇଥିବା ଜଣାପଡିଛି। ଦମକଳ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଛି...

ନିଲମ୍ବିତ ହେଲେ ବିଜେଡି ଛାତ୍ର ସଭାପତି

ଝାରସୁଗୁଡ଼ା ଅଫିସ/ବଜରାଜନଗର(ଡି.ଏନ.ଏ.),୪ା୩: ବିଶୃଙ୍ଖଳିତ କାର୍ଯ୍ୟ ପାଇଁ ବ୍ରଜରାଜନଗର ପୌରାଞ୍ଚଳ ବିଜୁ ଛାତ୍ର ଜନତା ଦଳ ସଭାପତି ସରୋଜ କୁମାର ଶାହଙ୍କୁ ଦଳରୁ ନିଳମ୍ବିତ କରାଯାଇଛି। ଏ...

ଯୋଜନାରେ ସୀମିତ ଆଦିବାସୀ ବିକାଶ

ସେମିଳିଗୁଡା,ସୁନାବେଡା,୧୪ା୨ (ସ୍ବ.ପ୍ର.) କୋରାପୁଟ ଜିଲା ସେମିଳିଗୁଡା ବ୍ଲକରେ ଥିବା ୧୭ଟି ପଞ୍ଚାୟତର ବିକାଶ କେବଳ ଯୋଜନାରେ ସୀମିତ ରହିଛି। ଆଦିବାସୀ ଅଧ୍ୟୁଷିତ ଏହି ପଞ୍ଚାୟତଗୁଡିକ ମଧ୍ୟରୁ...

Advertisement
Archives

Model This Week