ବାଇକ୍‌, କାର୍‌ରେ ଫେରୁଛନ୍ତି ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୭।୫: କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ବହୁ ଲୋକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ରାଜ୍ୟସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି। ହେଲେ ଏହା ସତ୍ତ୍ୱେ କେତେକ ପ୍ରବାସୀ ଲୁଚି ଛପି ରାଜ୍ୟକୁ ଫେରୁଥିବା ନଜିର ରହିଛି। ଇତିମଧ୍ୟରେ ସୁୁରାଟରୁ ୮ ଜଣ ବାଇକ୍‌ ଓ କାର୍‌ରେ ଭଦ୍ରକ ଆସୁଥିବା ଜଣାପଡିଛି। ସେମାନେ ଗୁରୁବାର ସନ୍ଧ୍ୟା ସୁଦ୍ଧା ଭଦ୍ରକରେ ପହଞ୍ଚିବେ। କାର୍‌ରେ ଆସୁଥିବା ୬ଜଣଙ୍କ ମଧ୍ୟରୁ ୨ଜଣ ମହିଳା ରହିଛନ୍ତି। ସେହିପରି ଅନ୍ୟ ଏକ ବାଇକ୍‌ରେ ୨ଜଣ ବ୍ୟକ୍ତି ଆସୁଥିବା କୁହାଯାଉଛି। ଭଦ୍ରକରେ ପହଞ୍ଚିଲେ ପ୍ରଥମେ ସେମାନଙ୍କର ଭଣ୍ଡାରିପୋଖରୀ ଆଇଟିଆଇରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏହାପରେ ନିଜ ନିଜ ପଞ୍ଚାୟତରେ ଥିବା ସଙ୍ଗରୋଧ ଗୃହକୁ ସେମାନଙ୍କୁ ପଠାଇବାର ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲିରେ ହାଇଓ୍ବା-ବାଇକ୍‌ ମୁହାଁମୁହିଁ

ଭଦ୍ରକ ଅଫିସ,୫।୧୨: ଭଦ୍ରକ-ଚାନ୍ଦବାଲି ରାସ୍ତାର ନଛିପୁର ଛକ ନିକଟରେ ଗୁରୁବାର ସକାଳେ ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ...

ବିଶୋଇରେ ଭାରତବନ୍ଦ ବେଳେ ବହୁଜନ କ୍ରାନ୍ତି ମୋର୍ଚ୍ଚା କର୍ମୀ ଗିରଫ

ବିଶୋଇ,୨୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବିଶୋଇ ବ୍ଲକରେ  ବୁଧବାର ସକାଳ ୬ଟାରୁ ବ୍ଲକସ୍ତରୀୟ ବହୁଜନ କ୍ରାନ୍ତି ମୋର୍ଚ୍ଚାର ବହୁସଂଖ୍ୟକ କର୍ମୀ ୪୯ ନଂ. ଜାତୀୟ ରାଜପଥ...

ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ...

କୀଟନାଶକ ପିଇ ପ୍ରାଣ ହରାଇଲେ ମହିଳା

ଦାରିଙ୍ଗବାଡ଼ି,୨୬।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ଣଣୀଗାଁ ଥାନା ଅଞ୍ଚଳରେ ପାରିବାରିକ କଳହକୁ ନେଇ ଜଣେ ମହିଳା କୀଟନାଶକ ପିଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ମୃତା...

୧୬ରୁ ପୁରୁଷୋତ୍ତମପୁର ସହର ଶଟ୍‌ଡାଉନ: ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ପୁରୁଷୋତ୍ତମପୁର, ୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କରୋନା ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। କେତେକ ଅମାନିଆ ଦୋକାନ ବଜାରରେ ସାମାଜିକ ଦୂରତ୍ୱ ରକ୍ଷା କରୁ...

ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ

ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା।...

ଟ୍ରକ ଧକ୍କାରେ ଜଣେ ମୃତ

ବଅଁରପାଳ,୨୨।୧୦(ଡି.ଏନ.ଏ.)-ବଅଁରପାଳ ଥାନା ହାଇସ୍କୁଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ବଅଁରପାଳ ଥାନା ସାଲଗାଡ଼ିଆ ଗ୍ରାମର ଲକ୍ଷ୍ମଣ ଖଟୁଆ(୩୫)ଙ୍କ ମୃତ୍ୟୁ ହୋଇଛି।...

୨ହଜାର ଅତିକ୍ରମ କଲା ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା: ହେବ ର଼୍ୟାପିଡ ଟେଷ୍ଟ

ନୂଆଦିଲ୍ଲୀ,୨୦।୪: ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ଚିହ୍ନଟ ହେଲେ ୧୧୦ କରୋନା ସଂକ୍ରମିତ। ଏହାକୁ ନେଇ ଏବେ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି...

Coronavirus Update


Archives

Model This Week

Why Dharitri