ବନ୍ତ, ୧୦।୪(ଡି.ଏନ୍.ଏ.) : କରୋନା ଲକ୍ ଡାଉନ୍ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଗୁରବାର ୨ଟି ବାଇକ୍୍ ଚାଳକଙ୍କ ଠାରୁ ୪ ହଜାର ଏବଂ ବୁଧବାର ସନ୍ଧ୍ୟା ବେଳେ ୫ଟି ବାଇକ୍ ଚାଳକଙ୍କ ଠାରୁ ୧୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି ା ଉଲ୍ଲେଖଯୋଗ୍ୟ ଯେ, ମଙ୍ଗଳବାର ଠାରୁ ସମଗ୍ର ବ୍ଲକରେ ବାଇକ୍ ଓ ୪ ଚକିଆଯାନ ଚଳାଚଳା ଉପରେ ରୋକ୍ ଲାଗିଛି। ଫଳରେ ଦୁଇ ଦିନ ହେଲା ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବେଳେ ସାଇକେଲ ବ୍ୟବହାର କରୁଥିବା ଦେଖିବାକୁ ମିଳିଛି।
Posted inଆମ ଜିଲା ଖବର, ଭଦ୍ରକ View All
ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…
ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…
odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…
ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…
ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…
କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…
ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ
ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…
ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…
ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…
ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍ପି
ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…
କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍ ଭାବେ…
କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…
ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…
Archives

