ବାଇକ୍‌, ଟଙ୍କା ଲୁଟ୍‌ ଘଟଣା: ୩ କୋର୍ଟ ଚାଲାଣ

ଛତ୍ରପୁର,୧୩ା୭(ଡି.ଏନ.ଏ)-ବାଇକ୍‌ ଓ ଟଙ୍କା ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି ।  ସେମାନେ ହେଲେ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳର ରାଜ କୁମାର ସେଠୀ, ସଦର ଥାନା ଅଧୀନ କୁମ୍ଭାର ସାହିର ସୁରଜ ପରିଡା ଓ ପଶ୍ଚିମବଙ୍ଗ ଅଞ୍ଚଳର ଏମ୍‌. ଡି. ଅରମାନ୍‌ ।  ଏମାନଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯାଇଥିବା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ସୂଚନା ଦେଇଛନ୍ତି। ଅଭିଯୁକ୍ତମାନଙ୍କ ନାଁରେ ପୂର୍ବରୁ ବ୍ରହ୍ମପୁର ବଡବଜାର, ସଦର, ଗୋଳନ୍ଥରା ଓ ଟାଉନ ଥାନାରେ ଏକାଧିକ ମାମଲା ରହିଛି । ୫ ତାରିଖ ଭୋରରେ ବ୍ରହ୍ମପୁର ବଡ ବଜାର ଥାନା ଅଧୀନ ନୃସିଂହ ମନ୍ଦିର ରୋଡ୍‌ରେ ଥିବା ବିଶ୍ୱନାଥ ଆଚାର୍ଯ୍ୟ ଘର ବାହାରେ ଥିବା ବାଇକ୍‌କୁ ଅଭିଯୁକ୍ତମାନେ ଚୋରି କରି ଆଣିଥିଲେ ା ପରେ ଏମାନେ ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଉଜ୍ଜଳେଶ୍ୱରୀ ମନ୍ଦିର ନିକଟରେ ବାଇକରେ ଆସୁଥିବା ବିପୁଳିଙ୍ଗିର ତଥା ଲକ୍ଷ୍ମୀପୁର ପୋଷ୍ଟ ଅଫିସର ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ଶାନ୍ତନୁ କୁମାର ସେଠୀଙ୍କୁ ଅଟକାଇ ମାଡ ମାରି ୧ ହଜାର ଟଙ୍କା ଓ ଡ୍ରାଇଭିଂ ଲାଇସେନ୍ସ ନେଇ ଚମ୍ପଟ ମାରିଥିଲେ ା ଏ ନେଇ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ସେଠୀ ଛତ୍ରପୁର ଥାନାରେ ଏତଲା ଦେଇଥିଲୋ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା ା ପରେ ପୋଲିସ ୩ ଜଣଙ୍କୁ ଗିରଫ କରିବା ସହ ବାଇକ୍‌ ଜବତ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା: ସ୍ବାସ୍ଥ୍ୟକର୍ମୀ ସାର୍ଟିଫିକେଟ୍‌ ଦେଇ ଘରକୁ ପଠାଗଲା

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ବୁଧବାର ଶେଷ ହୋଇଛି। ଏମାନଙ୍କୁ ପ୍ରଶାସନ ପକ୍ଷରୁ ଡିସ୍‌ଚାର୍ଜ...

୧୮ରେ ଦିବ୍ୟାଙ୍ଗଙ୍କୁ ମାଗଣା କୃତ୍ରିମ ଅଙ୍ଗ ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୧ା୧୦-ବ୍ରହ୍ମପୁର ରୋଟାରୀ କ୍ଲବ ଇଷ୍ଟ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ମାଗଣା ଅଙ୍ଗ ପ୍ରଦାନ କାର୍ଯ୍ୟକ୍ରମ ସକ୍ଷମ-୨ ଶିବିର ପାଇଁ ପଞ୍ଜୀକରଣ ରବିବାର ଅନୁଷ୍ଠିତ ହୋଇଯାଇଛି। ଧର୍ମନଗର...

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ସ୍ଥାୟୀ କୋଠାର ଭିତ୍ତିପ୍ରସ୍ତର

ବ୍ରହ୍ମପୁର ଅଫିସ,୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାପନର ୫ବର୍ଷ ପରେ ଏହାର ନିଜସ୍ବ କୋଠା ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପାଲୁରହିଲ୍‌ସ୍ଥିତ ସତଚିତ ଆନନ୍ଦ ବିହାରଠାରେ ବୁଧବାର...

ଛାତ୍ରୀଛାତ୍ରଙ୍କ ସ୍ବପ୍ନ ପୂରଣ କରୁଛି ଗ୍ଲୋବାଲ୍‌ ଫୋକସ୍‌

ବ୍ରହ୍ମପୁର ଅଫିସ,୧୮ା୬-ଡାକ୍ତର ହେବା ନେଇ ଅନେକେ ଛୋଟ ବେଳୁ ସ୍ବପ୍ନ ଦେଖିଥାନ୍ତି ା ରାଜ୍ୟର ସରକାରୀ କଲେଜରେ କମ୍‌ ସଂଖ୍ୟକ ସିଟ ଏବଂ ରାଜ୍ୟ ତଥା...

ବିଦ୍ୟାଳୟରେ ବିଳମ୍ବରେ ପହଞ୍ଚୁଛନ୍ତି ଶିକ୍ଷୟିତ୍ରୀ ଶିକ୍ଷକ

ବୁଗୁଡ଼ା,୨୬।୫(ଡି.ଏନ.ଏ.): ବୁଗୁଡା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ୧୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ୨୮ ଉଚ୍ଚ ବିଦ୍ୟାଳୟ ଏପରି ମୋଟ ୧୪୭ ବିଦ୍ୟାଳୟ...

ନିଆଁ ଲଗାଇବା ପଡ଼ିଲା ମହଙ୍ଗା

ଭଞ୍ଜନଗର,୨୮।୪(ଡି.ଏନ.ଏ.): ଘୁମୁସର ଉତ୍ତର ବନଖଣ୍ଡର ମୁଜାଗଡ଼, ଗାଲେରି ଏବଂ ତାରସିଂ ରେଞ୍ଜରେ ଜଙ୍ଗଲ ପୋଡ଼ି ବଢ଼ିବାରେ ଲାଗିଛି। ଏଥିଲାଗି ବନ୍ୟପ୍ରାଣୀ ବିପଦରେ ପଡ଼ୁଥିବା ବେଳେ ମୂଲ୍ୟବାନ...

ଗଣବଳାତ୍କାର ପରେ, ଅଶ୍ଳୀଳ ଫଟୋ ଭାଇରଲ ମାମଲା: ପୂର୍ବତନ ସରପଞ୍ଚଙ୍କ ସହ ୪ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୫।୯(ଡି.ଏନ.ଏ.)-ସୋରଡ଼ା ଥାନା ଅଞ୍ଚଳରେ ୨୦୧୫ ମସିହାରେ ଜଣେ ମହିଳାଙ୍କୁ ଗଣବଳତ୍କାର ପରେ ଅଶ୍ଳୀଳ ଫଟୋ ଭାଇରଲ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ସବ୍‌ଜଜ୍‌...

ମାଛ ଧରାକୁ ନେଇ ସଂଘର୍ଷ ଘଟଣା: ୩ ମାମଲା ରୁଜୁ, ଗ୍ରାମରେ ପୋଲିସ ଛାଉଣୀ

ଗୋପାଳପୁର,୩ା୧୦-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ରାମେୟାପାଟଣା ଓ ଚନ୍ଦନବାଡ଼ ଗ୍ରାମର ବାହୁଦା ନଦୀରେ ମାଛ ଧରିବାକୁ ନେଇ ମଙ୍ଗଳବାର ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ...

Advertisement
Archives

Model This Week