ବାଇକ୍‌ ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବୁର ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରୁ ଏକ ବାଇକ୍‌ ଡିକି ଭାଙ୍ଗି ଦୁର୍ବୃତ୍ତ ୧ଲକ୍ଷ ୯୯ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ସାନ କୃଷ୍ଣପୁର ଗ୍ରାମର ତାପସ ଦାସ ମଧ୍ୟାହ୍ନରେ ବ୍ୟାଙ୍କରୁ ଟଙ୍କା ଉଠାଇଥିଲେ। ଟଙ୍କାକୁ ଗାଡ଼ି ଡିକିରେ ରଖି ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରେ ଗାଡ଼ି ରଖିଥିଲେ। ତେବେ କେହି ଦୁର୍ବୃତ୍ତ ଉକ୍ତ ଟଙ୍କାକୁ ଲୁଟିନେଇଥିବା ସେ ବାସୁଦେବପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କ ମିଳୁନି ପତ୍ତା: ମାରିଦେଇଥିବା ଅଭିଯୋଗ ଆଣିଲେ ଭାଇ

ଝାରସୁଗୁଡ଼ା ଅଫିସ,୧୪।୭: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଗୌର ପ୍ରଧାନଙ୍କ ସ୍ତ୍ରୀ ଗୀତାଞ୍ଜଳି (୩୮) ଗତ ୩୦ତାରିଖରୁ ନିଖୋଜ ହୋଇଯାଇଛନ୍ତି। ଘଟଣାକୁ ୧୫ଦିନ...

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ବିରୋଧ: ରାଜପଥରେ ବସିଲେ ଗ୍ରାମବାସୀ

ମୋରଡା,୨୧।୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଡାକୋଇ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ବିରୋଧ କରିଛନ୍ତି ଗ୍ରାମବାସୀ। ଏହି ନିଯୁକ୍ତି କ୍ଷେତ୍ରରେ...

କଳା ପଲସର୍‌ ଆତଙ୍କ : ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ହାର

ରୂପ୍‌ସା,୧୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଞ୍ଚଳରେ କଳା ପଲସର୍‌ ଆତଙ୍କ ଦେଖିବାକୁ ମିଳିଛି। ଥାନା ପାଖ ବସ୍‌ଷ୍ଟାଣ୍ଡ ନିକଟରୁ ଜଣେ ମହିଳାଙ୍କ ବେକରୁ ଏକ...

ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ବାଲେଶ୍ୱର, ୧୨।୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ଯୁକ୍ତ ୨ ପ୍ରଥମବର୍ଷର ଛାତ୍ରୀ ସମୀକ୍ଷା...

ରାଜ୍ୟ ରାଜପଥ ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ

ଯୋଡ଼ା, ୨୭।୧୧(ଡି.ଏନଏ) କେନ୍ଦୁଝର ଜିଲା ବାମେବାରୀ-ଯୋଡା ରାଜ୍ୟ ରାଜପଥ ନଂ ୨ ର ସମ୍ପ୍ରସାରଣ ପାଇଁ ଜବର ଦଖଲ ହୋଇଥିବା ଜମି ଗୁଡିକୁ ପ୍ରଶାସନ ପକ୍ଷରୁ...

ପୁରୀ ଜିଲା ଚିଠି: ବାଡ଼ ଖାଉଛି ଫସଲ

ମହାପ୍ରଭୁଙ୍କ ବିଭିନ୍ନ ଯାନିଯାତ୍ରା ମଧ୍ୟରୁ ପ୍ରସିଦ୍ଧ ହେଉଛି ରଥଯାତ୍ରା। ପବିତ୍ର ଆଷାଢ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଏହା ଅନୁଷ୍ଠିତ ହୋଇଥାଏ। ଏହା କେବଳ ପୁରୀ...

ମୃଦୁ ପାନୀୟରେ ନିଶା ଦେଇ ଯୁବକଙ୍କଠାରୁ ମୋବାଇଲ, ଟଙ୍କା ଲୁଟ୍‌; ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର

ଅନୁଗୋଳ ଅଫିସ,୨୦।୬: ଅନୁଗୋଳ ଜାମୁଣ୍ଡା ଜଙ୍ଗଲ ଅଞ୍ଚଳର ଜଣେ ଯୁବକଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଲୁଟ୍‌ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର...

ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର

ବରଗଡ଼ ଅଫିସ,୨୩।୮: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଜଣେ ବିଚାରାଧୀନ କଏଦୀ ଗୁରୁବାର ବିଳମ୍ବିତ ରାତ୍ରିରେ ଫେରାର ହୋଇ ଯାଇଛନ୍ତି। ଫେରାର କଏଦୀ...

Advertisement
Archives

Model This Week