ଦେବଗଡ,୭।୫(ଡି.ଏନ.ଏ):ଦେବଗଡ ଜିଲାକୁ ଅରେଞ୍ଜ ଜୋନ ଘୋଷଣା ପରେ ସନ୍ଧ୍ୟା ୭ରୁ ସକାଳ ୭ଟା ଯାଏ ବାହାରକୁ ନ ବାହାରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହାସତ୍ତ୍ୱେ ଭିଭିନ୍ନ ସ୍ଥାନରେ ଏହି ନିର୍ଦ୍ଦେଶନାମାକୁ ଅମାନ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଏହିକ୍ରମରେ ନିର୍ଦ୍ଦେଶନାମା ଅମାନ୍ୟ କରି ବୁଲୁଥିବା ଅଭିଯୋଗରେ କୁଣ୍ଢେଇଗୋଳା ଥାନା ପୋଲିସ ୨ବାଇକ୍ ଓ ଗୋଟିଏ ବୋଲେରୋ ଜବତ କରିଛି। ସମ୍ପୃକ୍ତ ବାଇକ ଓ ବୋଲେରୋ ଚାଲକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।
Posted inଆମ ଜିଲା ଖବର, ଦେବଗଡ଼ View All

ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀ
ବାଲେଶ୍ୱର ଅଫିସ/ ଭୋଗରାଇ,୬।୧୨(ଡି.ଏନ.ଏ) ବାତ୍ୟା ‘ଜୱାଦ’ ପ୍ରଭାବରେ ବାଲେଶ୍ୱର ଜିଲାରେ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ଶନିବାର ଦିନତମାମ୍ ଝିପି ଝିପି ବର୍ଷା ହେବା କାରଣରୁ...

ପଣ୍ଡିଗାଁରେ ମଦ ବିରୋଧରେ ତାତିଲେ ମହିଳା: ଜିଲାପାଳଙ୍କୁ ଅଭିଯୋଗ
ଭବାନୀପାଟଣା,୧୨।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗାଁ ପଞ୍ଚାୟତ ମଦମୁକ୍ତି ଲାଗି ଦାବି ହୋଇଛି। ଏ ନେଇ ସରପଞ୍ଚ ବନଜା ବାସିନୀ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ...

CORONAVIRUS UPDATE: ଗଞ୍ଜାମରେ ପୁଣି କରୋନା ପଜିଟିଭ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮
ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଗଞ୍ଜାମ ଜିଲାର ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ରେ...

ଓଲଟିଲା ବରଯାତ୍ରୀ ଭ୍ୟାନ୍: ୨ ମୃତ; ୪୦ରୁ ଊର୍ଦ୍ଧ୍ୱ ଆହତ
ଜୟପୁର/ବୋରିଗୁମ୍ମା,୩।୬(ଡି.ଏନ୍.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବି.ସିଂହପୁର ଥାନା ବୋଡ଼ିଗାଁରୁ ଗୁରୁମାଇଁଗୁଡ଼ା ଗ୍ରାମକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ବୁଧବାର ଏକ...

ବିଧାୟକଙ୍କ ବିବାହରେ କୋଭିଡ୍ ନିୟମ ଉଲ୍ଲଂଘନ
ଭଦ୍ରକ ଅଫିସ, ୪।୭: ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟଙ୍କ ବିବାହ ସମାରୋହରେ କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଂଘନ ହୋଇଥିବା...

୨୮ କୋଟି ଟଙ୍କାର ୧୪ ପ୍ରକଳ୍ପ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ହିଞ୍ଜିଳିକାଟୁ,୧୦।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗୁରୁବାର ପ୍ରାୟ ୨୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ ପ୍ରକଳ୍ପର ଉଦ୍ଘାଟନ...
ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ, ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ
କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ...

ବଞ୍ଚିବାକୁ ସଂଘର୍ଷ, କଅଁଳ କାନ୍ଧରେ ପରିବାର ବୋଝ
ନବରଙ୍ଗପୁର/ନନ୍ଦାହାଣ୍ଡି,୩୧।୩(ବି.ପ୍ର./ଡି.ଏନ୍.ଏ.): ପାଠପଢ଼ା ବୟସରେ ସଂସାର ବୋଝ। ନିଜେ ପାଠ ପଢ଼ିପାରିଲେ ନାହିଁ, ଅର୍ଥ ଅଭାବରୁ ତିନି ସାନ ଭଉଣୀ ମଧ୍ୟ ପାଠପଢ଼ାରୁ ବଞ୍ଚିତ। ଏଥିସହ ବୁଢୀ...