ବାଇକ୍‌ ଲୁଟ ଘଟଣା, ପୁଣି ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ, ୨୭ା୪(ସ୍ବ.ପ୍ର.)-ବାଇକ୍‌ ଚୋରି ଘଟଣାରେ କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ରବିବାର ସୟାବାଲି ଅଞ୍ଚଳରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସୟାବାଲି ଗ୍ରାମର ଅଜ୍ଜୁ ଖାନ ଓରଫ ଏମଡି ସଦା।
ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀରୁ ଅର୍ଜୁନ ମହାନ୍ତଙ୍କଠାରୁ ଦୁର୍ବୃତ୍ତମାନେ ବାଇକ୍‌ ଲୁଟିନେଇଥିଲେ। ଏନେଇ ବଡ଼ବିଲ ପୋଲିସ ଥାନାରେ ଏକ ମାମଲା(ନଂ. ୩୨/୨୦) ରୁଜୁ କରିଥିଲା। ଏହି ଘଟଣାର ତଦନ୍ତ କରି ଗତ କିଛି ଦିନ ତଳେ ପୋଲିସ ଲୁଟ୍‌ ହୋଇଥିବା ବାଇକ ଉଦ୍ଧାର କରିବା ସହ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରିଥିଲା। ରବିବାର ଏହି ଘଟଣାରେ ସମ୍ପୃକ୍ତ ସଦାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri