ବାଇକ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ

ବୁଗୁଡ଼ା,୧୧ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ପାଙ୍ଗିଡ଼ି ନିକଟରେ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିବା ବୃଦ୍ଧଙ୍କ ଶନିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ପାଙ୍ଗିଡ଼ି ଗ୍ରାମର ରାମଚନ୍ଦ୍ର ଗୌଡ଼ (୭୦)। ରାମଚନ୍ଦ୍ର ଶନିବାର ସନ୍ଧ୍ୟାରେ ଗାଧୋଇବା ପାଇଁ ପୋଖରୀକୁ ଯାଉଥିବା ବେଳେ କୁଞ୍ଚୁଡୁ ଗ୍ରାମର ଜୟସେନ୍‌ ବେହେରାଙ୍କ ବାଇକ୍‌ ତାଙ୍କୁ ପଛରୁ ଧକ୍କା ଦେଇଥିଲା। ଉଭୟ ଆହତଙ୍କୁ ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ମେଡିକାଲକୁ ନିଆଯାଇଥିଲା। ସେଠାରେ ରାମଚନ୍ଦ୍ରଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri