ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଯୁବକ ମୃତ

ଜଗନ୍ନାଥପ୍ରସାଦ,୨୧।୫(ଡି.ଏନ.ଏ.)-ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ମଙ୍ଗଳବାର ଜଣେ ଯୁବକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧୀନ ୨୧ନଂ. ରାଜ୍ୟ ରାଜପଥର କୁମ୍ପାପଡା ଗ୍ରାମ ନିକଟରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ବଳରାମ ମହାପାତ୍ର (୨୩)। ତାଙ୍କ ବାଇକ୍‌ ସାମ୍‌ନାକୁ ହଠାତ୍‌ ଏକ ହରିଣ ପଶି ଆସିଥିଲା। ଫଳରେ ବଳରାମ ବାଇକ୍‌ ଉପରୁ ଭାରସାମ୍ୟ ହରାଇ ହରିଣକୁ ଧକ୍କା ଦେବା ସହିତ ରାସ୍ତା ଉପରେ ଛିଟିକି ପଡିଥିଲେ। ଘଟଣାସ୍ଥଳରେ ହରିଣର ମୃତ୍ୟୁ ଘଟିଥିଲା ବେଳେ ବଳରାମଙ୍କୁ ଗୁରୁତର ଅବସ୍ଥାରେ ଜଗନ୍ନାଥପ୍ରସାଦ ଡାକ୍ତରଖାନାକୁ ଅଣାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ବଳରାମଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି । ପଞ୍ଚଭୂତି ବନ ବିଭାଗ ପକ୍ଷରୁ ହରିଣ ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି।
ସୂଚନାଯୋଗ୍ୟ,ବେଲଗୁଣ୍ଠାର ବଳରାମ ନିଜ ନିର୍ବନ୍ଧ ଖବର ଦେବାପାଇଁ ସୋମବାର ଶରଣକୁଳସ୍ଥିତ ମାମୁଘରକୁ ଯାଇଥିଲେ। ମଙ୍ଗଳବାର ସକାଳେ ସେ ବାଇକରେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରଜ ସଂକ୍ରାନ୍ତିରେ ମାନିଲେନି ଲକଡାଉନ୍‌

ଭଞ୍ଜନଗର,୧୬ା୬ (ଡି.ଏନ୍‌.ଏ.) – ଭଞ୍ଜନଗର ଅଞ୍ଚଳରେ ସଙ୍ଗରୋଧ କେନ୍ଦ୍ର ବାହାରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଏଭଳି ସ୍ଥିତିରେ ଲୋକେ କାମ ପାଇଁ ହେଉ...

ଦୁର୍ଘଟଣାରେ ଚାଲିଗଲା ସିପାହୀଙ୍କ ଜୀବନ

ଗଞ୍ଜାମ,୪।୨(ଡି.ଏନ.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆଁ ଗାଁ ଛକ ନିକଟସ୍ଥ ୧୬ନମ୍ବର ରାଜପଥରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଛତ୍ରପୁର ଓଏସ୍‌ଏପି...

ବରକୋଳି ଗୁମା ଗ୍ରାମରେ ପାଣି ସମସ୍ୟା ଉତ୍କଟ

ଧରାକୋଟ,୧୬ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସରକାର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ବେଶ ତତ୍ପରତା ପ୍ରକାଶ କରୁଛନ୍ତି । ପ୍ରତ୍ୟେକ ଗାଁର ପ୍ରତ୍ୟେକ ପରିବାରକୁ ଡ୍ରିଙ୍କ...

ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡା ଚୋଟ

ବ୍ରହ୍ମପୁର ଅଫିସ,୧୫ା୧୦-ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ରବିବାର ରାତିରେ ଝରଣାନଗରରେ ୨ ଅଭିଯୁକ୍ତ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ହେଲେ ରାଧାକାନ୍ତ ସାହିର...

ଅଟୋକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ମହିଳାଙ୍କ ଜୀବନ, ୨ ଗୁରୁତର

ଗଞ୍ଜାମ,୨୪ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ଗଳାଶଙ୍ଖଠାରେ ସୋମବାର ସକାଳେ ଏକ ଡାଲା ଅଟୋର ପଛକୁ ଟ୍ରକ୍‌ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଡାଲା ଅଟୋରେ ବସିଥିବା...

ସୀମା ସିଲ୍‌ ଉଚ୍ଛେଦ ଦାବି କଲା ଭାଜପା

ବ୍ରହ୍ମପୁର ଅଫିସ,୨୪ା୮: ସାଧାରଣ ଲୋକଙ୍କ ଜୀବନ ଜୀବିକା ରକ୍ଷା ପାଇଁ କେନ୍ଦ୍ର ସରକାର ଉଦ୍ୟମ କରୁଛନ୍ତି। ଅନ୍ୟପଟେ ରାଜ୍ୟ ସରକାର ବିନା କାରଣରେ କଟକଣା ଜାରି...

ଏସ୍‌.ଛଚିନା ପଞ୍ଚାୟତରେ କ୍ଲୋରିନ୍‌, ବ୍ଲିଚିଂ ସିଞ୍ଚନ

ବେଗୁନିଆପଡ଼ା,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ୍‌.ଛଚିନା ପଞ୍ଚାୟତର ସମସ୍ତ ଗ୍ରାମରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଚାଲିଛି ସାନିଟାଇଜ୍‌...

ବାବୁ ଆମକୁ ରକ୍ଷା କର: ଠେଲାଦୋକାନ ଭାଙ୍ଗିଲେ ଏବେ ଘର ବି ଭାଙ୍ଗିଦେବେ

ପୁରୁଷୋତ୍ତମପୁର,୨୦।୧(ଡି.ଏନ.ଏ.): ବାବୁ ଆମକୁ ରକ୍ଷା କର। ଠେଲାଦୋକାନ ଭାଙ୍ଗିଦେଲେ ଏବେ ଘରବି ଭାଙ୍ଗିଦେବେ। ଆମେ ଯିବୁ କୁଆଡେ ବୋଲି ଭାଜପା ନେତାଙ୍କ ଆଗରେ ଏକ ଗରିବ...

Advertisement
Archives

Model This Week