ବାଇକ ଧକ୍କାରେ କୃଷ୍ଣସାର ମୃତ

ବୁଗୁଡା,୫ା୨(ଡି.ଏନ୍‌.ଏ.):ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ଜିଲିବା ରାସ୍ତାରେ ମଙ୍ଗଳବାର ରାତି ପ୍ରା ୮ଟାରେ ବାଇକ ଧକ୍କାରେ ଏକ କୃଷ୍ଣସାର ମୃଗର ମୃତ୍ୟୁ ହୋଇଛି। ବାଇକ ଆରୋହୀ ଜଣକ ବଡଖୋଲରୁ ବେଲଗୁଣ୍ଠା ଯାଉଥିବାବେଳେ ଜିଲିବା ନିକଟରେ ରାସ୍ତାପାର ହେଉଥିବା କୃଷ୍ଣସାରକୁ ଧକ୍କା ଦେଇଥିଲା। ବନବିଭାଗ ମୃତ କୃଷ୍ଣସାରକୁ ଉଦ୍ଧାର କରି ବ୍ୟବଚ୍ଛେଦ ପରେ ପୋତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri