ବାଇକ-ସାଇକେଲ ଧକ୍କାରେ ୨ ମୃତ

ଗୋପାଳପୁର,୧୫ ।୭-ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ତୁଳୁ ରାସ୍ତାରେ ରବିବାର ରାତିରେ ବାଇକ୍‌ ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ଘଟିଛି । ସେମାନେ ହେଲେ ହିଞ୍ଜିଳାପଲ୍ଲୀ ଗ୍ରାମର ସଦାନନ୍ଦ ଦାସ (୬୩) ଓ ବାହାଦୁରପେଟା ଗ୍ରାମର ଡି. ଶ୍ରୀନୁ ରେଡ୍ଡୀ (୨୩)। ଶ୍ରୀନୁ ରବିବାର ରାତି ପ୍ରାୟ ୮ଟାରେ ମାର୍କଣ୍ଡି ଗ୍ରାମର ଜଣେ ସମ୍ପର୍କୀୟଙ୍କ ଘରୁ କନିଷି ତୁଳୁ ରାସ୍ତା ଦେଇ ବାଇକ୍‌ ଯୋଗେ ଆସୁଥିଲୋ ସେହି ସମୟରେ ହିଞ୍ଜିଳାପଲ୍ଲୀ ଗ୍ରାମର ସଦାନନ୍ଦ ସାଇକେଲ ଯୋଗେ କନିଷି ହାଟକୁ ଯାଉଥିଲେ । ବାଇକ୍‌ରେ ଦ୍ରୁତ ଗତିରେ ଥିବା ଶ୍ରୀନୁ ସାଇକେଲକୁ ପିଟି ଦେଇଥିଲେ। ଫଳରେ ଉଭୟ ରାସ୍ତାକଡ଼ରେ ପଡି ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡ଼ାକ୍ତର ଶ୍ରୀନୁଙ୍କୁ ମୃତ ଘୋଷଣା କରିଥିବା ବେଳେ ବିଳମ୍ବିତ ରାତିରେ ସଦାନନ୍ଦଙ୍କ ମୃତ୍ୟୁ ଘଟିଥିଲା। ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସାଇକେଲ ଓ ବାଇକ୍‌ ଜବତ କରି ନଂ. ୧୭୦/୧୯ରେ ଦୁର୍ଘଟଣା ଜନିତ ମାମଲା ରୁଜୁ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri