ବାଇପାସ ରାସ୍ତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆଦିବାସୀ କଲ୍ୟାଣ ମନ୍ତ୍ରୀ

ମୁନିଗଡ଼ା,୧୮।୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ସହରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଟ୍ରାଫିକ ସମସ୍ୟା ଦୂର ଏବଂ ବାଇପାସ ରାସ୍ତା ନିର୍ମାଣ ପାଇଁ ମୁନିଗୁଡ଼ା ବିକାଶ ପରିଷଦ ପକ୍ଷରୁ ବାରମ୍ବାର ଜିଲାପାଳଙ୍କଠାରୁ ଆରମ୍ଭ କରି ରାଜନେତା ଏମ୍‌ପିଙ୍କୁ ଭେଟି ଜଣାଇଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ।

ଶେଷରେ ବ୍ଲକ ବିଜେଡି ସଭାପତି ତଥା ମନ୍ତ୍ରୀଙ୍କ ପ୍ରତିନିଧି ରତନଲାଲ ଜୈନଙ୍କ ଅନୁରୋଧ କ୍ରମେ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଚିଠି ନଂ. ୬୮୫/୪.୧୦.୧୯ ମୁନିଗୁଡ଼ା ଲେବଲ କ୍ରସିଂଠାରୁ ବାଇପାସ ରାସ୍ତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଏନେଇ ସାଧାରଣରେ ଆନନ୍ଦର ଲହରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri