ବାଉଁଶ ଗଛରେ ଫୁଲ, ମରୁଡ଼ି ଆଶଙ୍କା

କବିସୂର୍ଯ୍ୟନଗର୨୬ା୪- କବିସୂର୍ଯ୍ୟନଗରରେ ବାଉଁଶ ଗଛରେ ଫୁଲ ଫୁଟିବା ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି। କରୋନା ମହାମାରୀ ଯୋଗୁ ମାନବଜାତି ହନ୍ତସନ୍ତ ହେଉଥିବାବେଳେ ବାଉଁଶ ପଛରେ ଫୁଲ ଧରିବା ଆଉ ଏକ ବିପତ୍ତିର ପୂର୍ବାଭାସ ବୋଲି ଅଞ୍ଚଳବାସୀ ଅନୁମାନ କରୁଛନ୍ତି। ବାଉଁଶ ଗଛରେ ଫୁଲ ଧରିଲେ ମରୁଡ଼ି, ଅନାହାର, ଜଳବାୟୁ ଅନିୟିମତତା, ବାତ୍ୟା ଓ ଫସଲ ହାନୀ ହୋଇଥାଏ ବୋଲି ଗଁା ଗହଳିର ବୟସ୍କ ବ୍ୟକ୍ତିମାନେ କହିଛନ୍ତି। କବିସୂର୍ଯ୍ୟନଗର ବିଭିନ୍ନ ପଞ୍ଚାୟତର ବଣ, ପାହାଡ଼ରେ ଥିବା ବାଉଁଶ ଗଛରେ ପ୍ରଚୁର ପରିମାଣରେ ଫୁଲ ଦେଖିବା ପରେ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri