Posted inଭଦ୍ରକ

ବାଉଁଶ ବାନ୍ଧି ଗାଁ ରାସ୍ତା ବନ୍ଦ କଲେ ମହିଳା

ଭଦ୍ରକ ଅଫିସ, ୨୬ା୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ନିୟମ କଡାକଡି କରାଯାଇଛି। ହେଲେ କଟକଣାକୁ ନ ମାନି କେତେକ ଲୋକ ଲକ୍‌ଡାଉନ ସମୟରେ ବାହାନା ଦେଖାଇ ବାହାରେ ବୁଲାବୁଲି କରୁଛନ୍ତି। ଏଥିରେ ରୋକ ଲଗାଇବା ପାଇଁ ଭଦ୍ରକ ସହର ଉପକଣ୍ଠ ଦଇସିଂ ପଞ୍ଚାୟତ ବଢ଼େଇଗଡିଆ ଗ୍ରାମର ବାସିନ୍ଦା ନିଜ ଆଡୁ ଉଦ୍ୟମ ଆରମ୍ଭ କରିଛନ୍ତି। ଅଙ୍ଗନୱାଡି କର୍ମୀ ପ୍ରଜ୍ଞାପାରମିତା ନାୟକଙ୍କ ଉଦ୍ୟମରେ ଗାଁର କେତେକ ମହିଳା ପ୍ରବେଶ ପଥରେ ବାଉଁଶ ବାନ୍ଧି ଲକ୍‌ଡାଉନ୍‌ କରିଛନ୍ତି। ଯେଭଳି ଗାଁକୁ କେହି ଆସିପାରିବେ ନାହିଁ କିମ୍ବା ଗାଁର କେହି ଲୋକ ଗାଁ ବାହାରକୁ ଯାଇପାରିବେ ନାହିଁ ସେଭଳି ବ୍ୟବସ୍ଥା କରାଯାଇଛି। ସେହିଭଳି ଭଦ୍ରକ ବ୍ଲକ ବାଣିତିଆ ଗାଁରେ ମଧ୍ୟ ଅନୁରୂପ ପ୍ରବେଶପଥରେ ବାଉଁଶ ଓ କଣ୍ଟା ପକାଇ ଯାତାୟାତ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା...

ଲକ୍‌ଡାଉନକୁ କଡ଼ାକଡ଼ି କଲେ ତହସିଲଦାର

ବନ୍ତ, ୯।୪(ଡି.ଏନ.ଏ.)-କରୋନା ମହାମାରୀ ସାରା ବିଶ୍ୱକୁ ଭୟଙ୍କର ପରିସ୍ଥିତିକୁ ଟାଣି ନେଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ ସମଗ୍ର ଦେଶକୁ...

ଚର୍ଚ୍ଚ ପରିସରରେ ୧୪୪ ଜାରି

ଭଦ୍ରକ ଅଫିସ, ୨୨ା୫: ଅଧିକାଂଶ ସମୟରେ ଗୋଷ୍ଠୀ ବିବାଦ ଲାଗି ରହୁଥିବା ଭଦ୍ରକ ସଦର ବ୍ଲକର ଗେଲଟୁଆଠାରେ ଥିବା ଚର୍ଚ୍ଚ ପରିସରରେ ଶନିବାର ପୂର୍ବାହ୍ନରେ ୧୪୪...

ଜମା ଟଙ୍କା ମାଗିବାରୁ ମହିଳାଙ୍କୁ ଦୁର୍ବ୍ୟବହାର

ବନ୍ତ,୧୩।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ବସନ୍ତିଆ ସବ୍‌ପୋଷ୍ଟ ଅଫିସ କର୍ମଚାରୀ ତଥା ଆପଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ଥାନା...

ବାଲଟ ପେପର ଛଡ଼ାଇନେଲେ ଏଜେଣ୍ଟ, ନିର୍ବାଚନ ବାତିଲ

ଭଦ୍ରକ ଅଫିସ,୨୪ା୨: ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତ ୧ ନମ୍ବର ଓ୍ବାର୍ଡରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଜଣେ ଏଜେଣ୍ଟ ବୁଥ୍‌ରୁ ବାଲଟ...

୧୪ ହଜାର ୪ ଶହ ଜରିମାନା ଦେଲେ ଆଇନ ଉଲ୍ଲଂଘନକାରୀ

ବନ୍ତ,୧୭।୪(ଡି.ଏନ୍‌.ଏ.) : କରୋନା ଲକ୍‌ ଡାଉନ୍‌ ବେଳେ ଗୁରବାର ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ଅଧୀନରେ ୯ ଜଣ ଆଇନ ଉଲ୍ଲଂଘନକାରୀଙ୍କ ଠାରୁ...

ବେଆଇନ ମାଟିଖୋଳା ବନ୍ଦ ଦାବି

ଆରଡ଼ି, ୨୮।୪(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ତହସିଲ ଅଧୀନ ଓଳଗ, ସୁନ୍ଦରପୁର, ଆରଡ଼ି, ନାନ୍ଦପୁର ଏବଂ ଧାମନଗର ତହସିଲ ଅନ୍ତର୍ଗତ ପାଳସାହି ଓ ରଇପୁର ପଞ୍ଚାୟତର...

ଟିକା ନ ନେଇ ବି ମିଳିଛି ପ୍ରମାଣପତ୍ର

ବନ୍ତ,୨୦।୫ (ଡି.ଏନ.ଏ.)- କୋଭିଡ୍‌ ଟିକା ନ ନେଇ ବି ଦମ୍ପତି ପାଇଛନ୍ତି ପ୍ରମାଣପତ୍ର। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଗ୍ରାମରେ। ପ୍ରମାଣପତ୍ର...

Advertisement
Archives

Model This Week