ବାଗ୍‌ଦାଦିଙ୍କ ଏନ୍‌କାଉଣ୍ଟର ସମୟର ଭିଡ଼ିଓ ଏବଂ ଫଟୋ ଜାରି କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୩୧।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବାଗ୍‌ଦାଦିଙ୍କ ଏନ୍‌କାଉଣ୍ଟର ସମୟର ଭିଡ଼ିଓ ଏବଂ ଫଟୋ ପେଣ୍ଟାଗନ ପକ୍ଷରୁ ଜାରି କରାଯାଇଛି। କଳାଧଳାରେ ଏହି ଫଟୋ ପେଣ୍ଟାଗନ ଜାରି କରିଛି। ସିରିୟାର ଉତ୍ତର-ପଶ୍ଚିମ ଅଞ୍ଚଳରେ ଥିବା ଇଦବିଲ୍‌ ପ୍ରଦେଶରେ ଅପରେଶନ୍‌ର ଫୁଟେଜ୍‌ ଏବେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି। ଏହି ଭିଡ଼ିଓରେ ହେଲିକପ୍ଟରରୁ ସୈନ୍ୟ ଓହ୍ଲାଇବା ସହିତ ସର୍ଚ୍ଚ ଅପରେଶନ୍‌ କରୁଥିବା ଦେଖିବାକୁ ମିଳୁଛି। ଅପରେଶନ୍‌ ସମ୍ପର୍କିତ ଅନ୍ୟ ଫଟୋ ଓ ଭିଡ଼ିଓ ଖୁବ୍‌ ଶୀଘ୍ର ପ୍ରକାଶ କରାଯିବ ବୋଲି ଆମେରିକା ମେରାଇନ୍‌ କର୍ପସ୍‌ ଜେନେରାଲ କେନ୍ନିଥ୍‌ ମ୍ୟାକ୍‌କେନଜାଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଙ୍ଗାଲୁରୁରେ ମହାବାଣିଜ୍ୟ ଦୂତାବାସ ସ୍ଥାପନ କରିବ ଅଷ୍ଟ୍ରେଲିଆ…

ସିଡନୀ,୨୪।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଅଷ୍ଟ୍ରେଲିଆ ଗସ୍ତ ସମୟରେ ବ୍ରିସବେନରେ ଖୁବ ଶୀଘ୍ର ଏକ ନୂତନ କନସୁଲେଟ ଖୋଲାଯିବ ବୋଲି...

ଚାଇନାରେ କରୋନାର ନୂଆ ଲହର ଆଶଙ୍କା, ଜୁନରେ ଗୋଟିଏ ସପ୍ତାହରେ ସାଢେ ୬ କୋଟି ଲୋକ ହୋଇପାରନ୍ତି ସଂକ୍ରମିତ

ବେଜିଂ,୨୬।୫: ଚାଇନାରେ ପୁଣିଥରେ ଆସିପାରେ କରୋନାର ଲହର। ଆଉ ଏହି ଲହର ଏତେ ବିପଦଜନକ ଯେ ଆଶଙ୍କା କରାଯାଉଛି କି ଜୁନରେ ପ୍ରତି ସପ୍ତାହରେ ସାଢେ...

ୟୁଏଇରେ ଅନଲାଇନ ଠକେଇ ବୃଦ୍ଧି, ଚିନ୍ତାରେ ସରକାର…

ଆବୁଧାବି,୧୪।୮ : ୟୁଏଇରେ ଅନଲାଇନ ଠକେଇରେ ହଠାତ ବୃଦ୍ଧି ଘଟିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଆବୁଧାବି ପୋଲିସ ଏକ ସତର୍କ ସୂଚନା ଜାରି କରିଛି। କୁହାଯାଉଛି...

ମହାକାଶ ଆବର୍ଜନାକୁ ସଫା କରିବ ଚାଇନା ଉପଗ୍ରହ…

ବେଜିଂ,୨୪।୧୦: ମହାକାଶରେ ଜମା ହେଉଥିବା ଆବର୍ଜନାକୁ ସଫା କରିବା ଲାଗି ଚାଇନା ପକ୍ଷରୁ ରବିବାର ଏକ ଉପଗ୍ରହ ଉତ୍‌କ୍ଷେପଣ କରାଯାଇଛି। ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶର...

ସ୍ବାମୀଙ୍କ ଭଲ ପାଇବାରେ ଅତିଷ୍ଠ ହୋଇ ସ୍ତ୍ରୀ ଛାଡ଼ପତ୍ର ପାଇଁ କୋର୍ଟର ହେଲେ ଦ୍ୱାରସ୍ଥ

ଆବୁଧାବି, ୨୫।୮: ସ୍ତ୍ରୀ ସ୍ବାମୀଙ୍କ ମଧ୍ୟରେ ଭଲ ପାଇବା ରହିବା ସ୍ବାଭାବିକ କଥା। ତେବେ ସ୍ବାମୀଙ୍କ ଭଲ ପାଇବାରେ ଅତିଷ୍ଠ ହୋଇ ଜଣେ ମହିଳା ଛାଡ଼ପତ୍ର...

ଆତ୍ମହତ୍ୟା ରୋକିବାକୁ ମନ୍ତ୍ରଣାଳୟ

ଟୋକିଓ, ୨୫ା୨: କୋଭିଡ୍‌-୧୯ ମହାମାରୀ ସମୟରେ ଜାପାନରେ ଆତ୍ମହତ୍ୟା ରୋକିବାକୁ ସେଠାକାର ସରକାର କ୍ୟାବିନେଟରେ ନୂଆ ମନ୍ତ୍ରଣାଳୟ ଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ୟୋଶୀହିଦେ ସୁଗା ଏହି...

ଚାଇନାର ବଡ଼ଭାଇ ପଣିଆ, ତାଲିବାନ୍‌ ସରକାରକୁ ମାନ୍ୟତା ଦେବାକୁ ଜୋର୍‌ସୋର୍‌ ଉଦ୍ୟମ…

ବେଜିଂ,୨୩।୯: ଆଫଗାନିସ୍ତାନର ତାଲିବାନ୍‌ ସରକାରକୁ ଅର୍ନ୍ତଜାତୀୟ ମାନ୍ୟତା ଦେବାକୁ ଚାଇନା ବଡ଼ଭାଇ ପଣିଆ ଦେଖାଇବା ଆରମ୍ଭ କରିଛି। ଏନେଇ ଚାଇନା ପକ୍ଷରୁ ଜୋର୍‌ସୋର୍‌ ଉଦ୍ୟମ ଜାରି...

ପ୍ରଧାନମନ୍ତ୍ରୀ ପଦ ପାଇଁ ଚର୍ଚ୍ଚାରେ ଋଷି ସୁନକ

ଲଣ୍ଡନ,୨୨ା୧୦: ବ୍ରିଟେନରେ ରାଜନୈତିକ ଅସ୍ଥିରତା ଶେଷ ହେଉନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ପରେ ଲିଜ ଟ୍ରସ୍‌ କେବଳ ୪୪ ଦିନ ପ୍ରଧାନମନ୍ତ୍ରୀ ପଦରେ ରହିଥିଲେ।...

Advertisement
Archives

Model This Week