ନୟାଗଡ଼ ଅଫିସ/ରଣପୁର,୧୬।୬(ସ୍ବ.ପ୍ର.): ବାଘଛାଲ, ହାଡ଼ ଜବତ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜର ବନ କର୍ମଚାରୀ ମଙ୍ଗଳବାର ନାୟଗଡ ଜିଲା ବାଉଁଶଗଡ଼ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଇଛନ୍ତି। ଉକ୍ତ ବ୍ୟକ୍ତି ଜଣକ ୫୦ ବର୍ଷୀୟ ହୋଇଥିବା ବେଳେ ସେ କେରଳ ଫେରନ୍ତା। ତାଙ୍କ ଘର ଚାନ୍ଦପୁର ଥାନା ଅନ୍ତର୍ଗତ ଜାମୁଗଣ୍ଡରେ ବୋଲି ସୂଚନା ମିଳିଛି।
ପ୍ରକାଶ ଯେ, କ୍ରାଇମବ୍ରାଞ୍ଚର ଏସ୍ଟିଏଫ ଜାମୁଗଣ୍ଡ ଜଙ୍ଗଲରୁ ବନ୍ଧମୁଣ୍ଡ। ସମିତିସଭ୍ୟ ଲଷ୍ମୀଧର ନାୟକଙ୍କୁ ଗତ ୧୩ ତାରିଖରେ ଗିରଫ କରିବା ସହ ୨ ବାଘଛାଲ ଓ ହାଡ଼ ଜବତ କରିଥିଲା।
ବାଘଛାଲ, ହାଡ଼ ଜବତ ଘଟଣା: କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଲେ ରେଞ୍ଜର
Posted inଆମ ଜିଲା ଖବର, ନୟାଗଡ଼, ରାଜ୍ୟ View All

ଜନନୀ ଯନ୍ତ୍ରଣା: ଗ୍ରାମକୁ ରାସ୍ତା ନ ଥିବାରୁ ଭାରରେ ବୁହାହେଲେ ଗର୍ଭବତୀ
ଚିତ୍ରକୋଣ୍ଡା,୨୩।୩(ଡି.ଏନ୍.ଏ.): ନଜରକୁ ଆସିଛି ଆଉ ଏକ ଜନନୀ ଯନ୍ତ୍ରଣା। ଗ୍ରାମକୁ ରାସ୍ତା ନ ଥିବାରୁ ଗର୍ଭବତୀଙ୍କୁ ଭାରରେ ବୁହାଇବାକୁ ପଡ଼ିଛି। ରବିବାର ଏପରି ଦେଖିବାକୁ ମିଳିଛି...

ବ୍ରହ୍ମପୁରରେ ଆଂଶିକ ଶଟ୍ଡାଉନ୍
ବ୍ରହ୍ମପୁର ଅଫିସ,୫ା୪-ରାଜ୍ୟରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସମଗ୍ର ଜିଲାରେ ଆଂଶିକ ଶଟ୍ଡାଉନ୍...
ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା : ୨୧ ବର୍ଷ ପରେ ସହକାରୀ ଯନ୍ତ୍ରୀ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ, ୩ା୧୧-ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ ବିଜୟ କୁମାର ଜେନା ଶନିବାର ଏକ ଆୟବହିର୍ଭୁୁତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ...

୩ ହାର୍ଡକୋର ମାଓବାଦୀ ଗିରଫ
ମାଲକାନଗିରି,୧୯।୪ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମଙ୍ଗଳ କୁଞ୍ଜାମି୍, ବୁଦୁରା ମାଡକାମି...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ
ବାରିପଦା ଅଫିସ,୧୯ା୫- ପିଆରଏମ୍ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି...

ଆଜି ଏହି ସବୁ ଜିଲାରେ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର...

ଘରକୁ ଫେରିବେ ଫସି ରହିଥିବା ଓଡ଼ିଆ: କର୍ଣ୍ଣାଟକ-ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ନବୀନଙ୍କ ଆଲୋଚନା
ଭୁବନେଶ୍ୱର, ୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦୁୟୁରପ୍ପା ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗମୋହନ ରେଡ୍ଡିୀଙ୍କ ସହ...

ବ୍ରିଜ୍ ତଳକୁ ଖସିଲା ବସ୍: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ
ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ବ୍ରିଜ୍ ତଳକୁ...