ବାଘୁଆ ଜଳଭଣ୍ଡାରରୁ ୨ ଗେଟ୍‌ ଦେଇ ଜଳ ନିଷ୍କାସନ, ପ୍ରତି ସେକେଣ୍ଡ୍‌ରେ ୩୧ ଘନମିଟର ଜଳ ନିଷ୍କାସିତ ହେଉଛି

ବୁଗୁଡ଼ା,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଘୁଆ ଜଳଭଣ୍ଡାରରୁ ରବିବାର ସନ୍ଧ୍ୟାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଇ ନଦୀରେ ଛଡ଼ାଯାଇଥିବା ଜଣାପଡ଼ିଛି। ଜଳସମ୍ପଦ ବିଭାଗର ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି ବୋଲି ବୁଗୁଡ଼ା ଜଳସେଚନ ସହ ନିର୍ବାହୀଯନ୍ତ୍ରୀ ବିଷ୍ଣୁଚରଣ ସାହୁ ସୂଚନା ଦେଇଛନ୍ତି। ବର୍ତ୍ତମାନ ବାଘୁଆ ଜଳଭଣ୍ଡାରରୁ ଦୁଇଟି ଗେଟ୍‌ ଏବଂ କେନାଲ ଦେଇ ପ୍ରତି ସେକେଣ୍ଡ୍‌ରେ ୩୧ ଘନମିଟର ଜଳ ନିଷ୍କାସନ କରାଯାଉଛି।
ପ୍ରକାଶଯେ, ବାଘୁଆ ଜଳଭଣ୍ଡାରର ଉଚ୍ଚତା ୧୧୩.୮୫ ମିଟର ଥିବା ବେଳେ ବର୍ତ୍ତମାନ ୧୧୨.୩୧ ମିଟର ରହିଛି। ସେହିପରି ବାଘୁଆ ଜଳଭଣ୍ଡାରର ଜଳଧାରଣ କ୍ଷମତା ୩୧୦୦ ହେକ୍ଟମିଟର ଥିବା ବେଳେ ବର୍ତ୍ତମାନ ୧୮୨୯ ହେକ୍ଟମିଟର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?