ବାଙ୍କୀତିରା ଗ୍ରାମରେ ଡକାୟତି: ସ୍କୁଟି ସହ ଟଙ୍କା ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଖଇରା,୨୦।୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ସୋର-କୁପାରୀ ରାଜ୍ୟ ରାଜପଥ ପାର୍ଶ୍ୱ ବାଙ୍କୀତିରା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଗ୍ରାମର ମଧୁସୂଦନ ନାୟକଙ୍କ ଘର ଗ୍ରୀଲ ଭାଙ୍ଗି ଟଙ୍କା, ସ୍କୁଟି ସହ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଖଇରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାନୁଯାୟୀ, ମଧୁସୂଦନଙ୍କ ଘରେ ବିଳମ୍ବିତ ରାତି ୨ଟା ସମୟରେ ୪ରୁ ୫ଜଣ ଦୁର୍ବୃତ୍ତ ଘର ଗ୍ରୀଲ ଓ କବାଟ ଶାବଳରେ ତାଡି ଘର ଭିତରକୁ ପଶିଥିଲେ। ପ୍ରଥମେ ଡକାୟତମାନେ ପରିବାର ମୁଖ୍ୟ ମଧୁସୂଦନଙ୍କୁ ଆକ୍ରମଣ କରିବା ସହ ପରିବାରର ଅନ୍ୟ ସଦସ୍ୟମାନଙ୍କୁ ଏକ ଘରେ ପୂରାଇ କବାଟ କିଳିଦେଇ ଲକର୍‌ରେ ଥିବା ନଗଦ ୫୦ ହଜାର ଟଙ୍କା, ୧୦ ଭରିରୁ ଊଦ୍ଧର୍‌ବ ଗହଣା ଓ ଏକ ହିରୋ ସ୍କୁଟି ଲୁଟି ନେଇ ପଳାଇଥିଲେ। ଶୁକ୍ରବାର ସକାଳେ ପରିବାରଲୋକେ ଘର ଭିତରୁ ଡାକିବାରୁ ପଡୋଶୀମାନେ ଘରର କବାଟ ଖୋଲିଥିଲେ। ଏ ନେଇ ପରିବାରଲୋକେ ଖଇରା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ ଖଇରା ଆଇଆଇସି ସୁବ୍ରତ କୁମାର ବେହେରା ଏବଂ ତାଙ୍କ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଥିବା ପଚରାଉଚୁରା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri