ବାଙ୍କୀ, ଆଠଗଡ଼, ବଡ଼ମ୍ବାରେ ବିଜେଡି ପ୍ରାର୍ଥୀ ଆଗୁଆ

ବାଙ୍କୀ/ଆଠଗଡ଼,୨୩ା୫ : କଟକ ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନ ବାଙ୍କୀ, ବଡ଼ମ୍ବା ଓ ଆଠଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତିରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଥିବା ଜଣାଯାଇଛି। ଆଠଗଡ଼ରେ ବିଜେଡି ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଥମ ପର୍ଯ୍ୟାୟ ଗଣତି ସୁଦ୍ଧା ୧୦୮୨ ଭୋଟ୍‌ରେ ଆଗୁଆ ଅଛନ୍ତି। ସେ ୨୭୩୮ ଭୋଟ୍‌ ପାଇଥିବାବେଳେ ଭାଜପା ପ୍ରାର୍ଥୀ ବ୍ରଜେନ୍ଦ୍ର ରାୟ ୧୬୫୬ ଭୋଟ୍‌ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଉମା ବଲ୍ଲଭ ରଥ ୩୬୪ ଭୋଟ୍‌ ପାଇଛନ୍ତି। ବାଙ୍କୀରେ ବିଜେଡି ପ୍ରାର୍ଥୀ ଦେବୀରଞ୍ଜନ ତ୍ରିପାଠୀ ୩୦୩୨ ଭୋଟ୍‌ ପାଇ ଆଗରେ ଅଛନ୍ତି। କଂଗ୍ରେସ ପ୍ରାର୍ଥୀ ଦେବାଶିଷ ପଟ୍ଟନାୟକ ୧୪୬୮ ଓ ଭାଜପା ପ୍ରାର୍ଥୀ ସଞ୍ଜୟ ପାଢୀ ୧୩୯୦ ଭୋଟ୍‌ ପାଇ ତୃତୀୟ ସ୍ଥାନରେ ଥିବା ଜଣାପଡିଛି। ସେହିପରି ବଡ଼ମ୍ବାରେ ବିଜେଡି ପ୍ରାର୍ଥୀ ଦେବୀ ପ୍ରସାଦ ମିଶ୍ର ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର…

ତାମିଲନାଡ଼ୁରେ ସରକାର ଗଢ଼ିବେ ଥଲାପତି ବିଜୟ, ରାଜ୍ୟପାଳଙ୍କୁ ଭେଟିଲେ TVK ମୁଖ୍ୟ

ଚେନ୍ନାଇ,୬।୫:  ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri