ବାଙ୍କୀ ଡବଲ ମର୍ଡର ଘଟଣା: ଆଜି ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବ କଂଗ୍ରେସ

ବାରଙ୍ଗ,୨୯।୨ (ଡି.ଏନ.ଏ): ବାଙ୍କୀରେ ହୋଇଥିବା ଡବଲମର୍ଡର ଘଟଣାରେ ପୋଲିସ କେତେଜଣଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚାହୁଁ ନାହିଁ। ରାଜନୈତିକ କାରଣ ସହ ରାଜନୀତି ଲୋକମାନଙ୍କର ସମ୍ପୃକ୍ତି ଏହି ହତ୍ୟାକାଣ୍ଡ ପରେ ରହିଛିି ବୋଲି ବାଙ୍କୀର ପୂର୍ବତନ ବିଧାୟକ ଡ.ଦେବାଶିଷ ପଟ୍ଟାନୟକ ଶୁକ୍ରବାର ବାରଙ୍ଗରେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏହି ଘଟଣାର ପ୍ରତିବାଦରେ ଶନିବାର କଂଗ୍ରେସ ପକ୍ଷରୁ ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବାବେଳେ ଅନୁରୂପଭାବେ ବାରଙ୍ଗ ମଧ୍ୟ ବନ୍ଦ କରାଯିବ ବୋଲି ଘୋଷଣା କରାଯାଇଛି। ଶାନ୍ତିପୂର୍ଣ୍ଣ ଭାବେ ଏହି ବନ୍ଦ କଂଗ୍ରେସ ପକ୍ଷରୁ କରାଯିବାକୁ ଥିବାବେଳେ ସାଧାରଣ ନାଗରିକମାନଙ୍କଠାରୁ ବ୍ୟବସାୟୀ, ଶିକ୍ଷାନୁଷ୍ଠାନଗୁଡ଼ିକ ସହଯୋଗ କରିବାକୁ ନିବେଦନ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଅରୁଣ କୁମାର ସାହୁ, ମଣ୍ଟୁ ମାଝି ପ୍ରମୁଖ ସ୍ଥାନୀୟ କଂଗ୍ରେସ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଦିପ୍ତେଶ ଏବେ ଜେଲ୍‌ ବିଭାଗ ଆଇଜି ଭାବେ କାର୍ଯ୍ୟ କରୁଥିବା...

ବର୍ଷା ନାହିଁ, କେନାଲରେ ଆସୁନି ପାଣି : ଆରମ୍ଭ ହୋଇପାରୁନି ଚାଷ

ତିର୍ତ୍ତୋଲ,୩୦ା୬ (ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ଚଳିତବର୍ଷ ବର୍ଷା ଅଭାବରୁ ଚାଷକାମ ପଛେଇଯାଇଛି। ଦୀର୍ଘଦିନ ହେଲା ବର୍ଷା ହୋଇ ନ ଥିବାରୁ ଧାନ ବୁଣା କିମ୍ବା...

ପଣ୍ଡିଗାଁରେ ମଦ ବିରୋଧରେ ତାତିଲେ ମହିଳା: ଜିଲାପାଳଙ୍କୁ ଅଭିଯୋଗ

ଭବାନୀପାଟଣା,୧୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗାଁ ପଞ୍ଚାୟତ ମଦମୁକ୍ତି ଲାଗି ଦାବି ହୋଇଛି। ଏ ନେଇ ସରପଞ୍ଚ ବନଜା ବାସିନୀ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ...

ବାତ୍ୟା ଅମ୍ପନ ତାଣ୍ଡବ: ୪୮ ଘଣ୍ଟାରେ ରିପୋର୍ଟ ଦେବାକୁ ପ୍ରଭାବିତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ଅମ୍ପନ ବୁଧବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ସୁନ୍ଦରବନ ଠାରେ ସ୍ଥଳଭାଗ ଅତିକ୍ରମ କରି ଯାଇଛି। ସ୍ଥଳଭାଗ ମୁହାଁ ହେବା ବେଳେ ଓଡିଶା ଉପକୂଳରେ କିଛି...

ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ଦାବିକଲା ଘରୋଇ ବସ୍‌ କର୍ମଚାରୀ ସଂଘ

ଭଦ୍ରକ ଅଫିସ,୧ା୬: ଭଦ୍ରକ ଘରୋଇ ବସ୍‌ କର୍ମଚାରୀ ସଂଘ ପକ୍ଷରୁ ସୋମବାର ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ବର୍ଗର ଲୋକଙ୍କ ପାଇଁ ସ୍ବତନ୍ତ୍ର...

ନର୍ସରୀରେ ମାନିଲା ମନ

(ମନୋଜ ନନ୍ଦ) ତାଳଚେର,୧୮ା୩ – ଚାକିରି ନ କରି ବ୍ୟବସାୟ କରିବେ ବୋଲି ସ୍ଥିର କଲେ। ତେଣୁ ଘର ଅନୁଗୋଳରେ ହୋଇଥିଲେ ବି କୋଇଲା ବ୍ୟବସାୟ...

୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ

ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍‌ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ...

ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଲଜ୍ଜା: ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଗିରଫ

ଦାରିଙ୍ଗବାଡି,୫।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଜଣେ ବିବାହିତ...

Advertisement
Archives

Model This Week