ବାଙ୍କୀ ଡବଲ ମର୍ଡର ଘଟଣା: ଜଣେ ଗିରଫ

ବାଙ୍କୀ,୧୮।୩(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଜୋକଲାଞ୍ଜିଠାରେ ହୋଇଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଗିରଫ କରିଛି । ସେ ହେଲେ ଭ୍ରମର ପ୍ରଧାନ (୫୩)।
ସୂଚନାଯୋଗ୍ୟ, ଗତ ଫେବୃୟାରୀ ୧୫ତାରିଖରେ କେତେକ ଦୃର୍ବୃତ୍ତ ନୂଆଗାଁ ସରପଞ୍ଚଙ୍କ ସ୍ବାମୀ ଭଗବାନ ସ୍ବାଇଁ ଓ ଖବରଦାତା ଆଦିତ୍ୟ ରଣସିଂହଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ କଟକ ବଡ଼ ଡାକ୍ତରଖାନାରେ ଭଗବାନଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ପୂର୍ବରୁ ପୋଲିସ ୧୦ ଜଣଙ୍କୁ ଗିରଫ କରିଥିଲା। ବୁଧବାର ଭ୍ରମରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri