ବାଙ୍ଗିରିପୋଷିରେ ଅନ୍ତର୍ଜାତୀୟ ଯୋଗ ଦିବସ

ବାଙ୍ଗିରିପୋଷି,୨୨ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ପତଞ୍ଜଳି ଯୋଗ ପୀଠ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ପ୍ରଶିକ୍ଷକ ମନୋରଞ୍ଜନ ବେହରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହା ଅନୁଷ୍ଠିତ ହୋଇଥିଲା। ସଂଗ୍ରାମ ଅନୁଷ୍ଠାନର ଅଧ୍ୟକ୍ଷା ସଂଯୁକ୍ତା ବସା ଯୋଗ ଦେଇଥିଲେ। ଅଞ୍ଚଳର ଜନସାଧାରଣ ନିଜ ଘରେ ଯୋଗ କରିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri