ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ବିରୋଧ କରିଥିଲେ। ଶନିବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ଭାଜପା ଓ କଂଗ୍ରେସର ସଦସ୍ୟମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ବାଚସ୍ପତି ତୁରନ୍ତ ଏଭଳି ରୁଲିଂକୁ ପ୍ରତ୍ୟାହାର କରନ୍ତୁ ବୋଲି ସେମାନେ ଦାବି କରିଛନ୍ତି। ରୁଲିଂ ପ୍ରତ୍ୟାହାର ନ ହେବା ଯାଏ ଗୃହ ଚଳାଇ ଦେବୁ ନାହିଁ। ଏଭଳି ରୁଲିଂ ସମ୍ବିଧାନ ବିରୋଧୀ ଏବଂ ବିରୋଧୀଙ୍କ କଣ୍ଠରୋଧ କରିବାର ଏକ ପ୍ରୟାସ ବୋଲି ଉଭୟ ଦଳର ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ବିଧାନସଭାରେ ବିରୋଧୀ ସଦସ୍ୟମାନେ ହଙ୍ଗାମା କରିବାରୁ ଗୃହକାର୍ଯ୍ୟ ଠପ୍‌ ହୋଇଯାଇଛି। ବାଧ୍ୟହୋଇ ବାଚସ୍ପତି ଗୃହକୁ ଦୁଇଟି ପର୍ଯ୍ୟାୟରେ ଅପରାହ୍ନ ୩ଟାଯାଏ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri