ବାଜି ମାରିଲା ‘ରାଜି’

ମୁମ୍ବାଇ,୧୯।୯: ବଲିଉଡ୍‌ର ସବୁଠାରୁ ବଡ ଆଓ୍ବାର୍ଡ ମଧ୍ୟରେ ଗଣା ଯାଉଥିବା ଏକ ଆଓ୍ବାର୍ଡ ହେଉଛି ଇଣ୍ଟରନ୍ୟାଶନାଲ ଇଣ୍ଡିଆନ୍‌ ଫିଲ୍ମ ଏକାଡେମୀ ଆଓ୍ବାର୍ଡ ବା (ଆଇଆଇଏଫ୍‌ଏ) ଆଇଫା। ୨୦୧୯ ଆଇଫା ଆଓ୍ବାର୍ଡରେ ଏଥର ବାଜି ମାରିଛି ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ରାଜି’। ଏହି ଫିଲ୍ମକୁ ବେଷ୍ଟ ଫିଲ୍ମ ଆଓ୍ବାର୍ଡ ମିଳିଥିବା ବେଳେ ଏଥିରେ ଅଭିନୟ କରିଥିବା ନାୟିକା ଆଲିଆ ଭଟ୍ଟଙ୍କୁ ବେଷ୍ଟ ଆକ୍ଟ୍ରେସ୍‌ ଆଓ୍ବାର୍ଡ ମଧ୍ୟ ମିଳିଛି। ଏଥିପାଇଁ ମୁମ୍ବାଇରେ ସେପ୍ଟେମ୍ବର ୧୬-୧୮ ପର୍ଯ୍ୟନ୍ତ ଇଭେଣ୍ଟ ଆୟୋଜନ କରାଯାଇଥିବା ବେଳେ ବୁଧବାର ଆଓ୍ବାର୍ଡ ସେରିମନି ହୋଇଥିଲା। ସେହିପରି ବେଷ୍ଟ ଆକ୍ଟର ଆଓ୍ବାର୍ଡ ପାଇଛନ୍ତି ପଦ୍ମାବତ ନାୟକ ରଣବୀର ସିଂ। ଫିଲ୍ମ ଅନ୍ଧାଧୁନ ପାଇଁ ଶ୍ରୀରାମ ରାଘବନଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ, ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟିକା ହର୍ଷଦିପ କୌର ଓ ବିଭା ସରାଫ, ଗାୟକ ଭାବେ ଅରିଜିତ ସିଂଙ୍କୁ ମିଳିଛି ଆଇଫା ଆଓ୍ବାର୍ଡ। ବେଷ୍ଟ ଡେବ୍ୟୁ ମେଲ୍‌ ଭାବେ ଇଶାନ ଖଟ୍ଟର ଓ ଫିମେଲ ଡେବ୍ୟୁ ଭାବେ ସାରା ଅଲ୍ଲି ଖାଁ ହାତେଇଛନ୍ତି ଏହି ପୁରସ୍କାର।


Enter your email to get our daily news in your inbox.

All Right Reserved By Dharitri.Com

ସହଜରେ ବୁଝିହେବା ଭଳି ରାୟ ଦିଅ

ନୂଆଦିଲ୍ଲୀ,୯।୯: ଗୋଟିଏ ରାୟରୁ ବିଚାରପତିଙ୍କ ବ୍ୟକ୍ତିତ୍ୱ ପ୍ରତିଫଳିତ ହୋଇଥାଏ। ରାୟ ଲେଖିବା ଏକ କଳା, ଯହିଁରେ ଆଇନ ଓ ଯୁକ୍ତିର ନିପୁଣ ବ୍ୟବହାର ଜରୁରୀ। ତେଣୁ...

‘ବେଲ୍‌ ବଟମ୍‌’ରେ ଅକ୍ଷୟଙ୍କ ସହ ରୋମାନ୍ସ କରିବେ ଏହି ଅଭିନେତ୍ରୀ

ବମ୍ବେ: ଖିଲାଡ଼ି କୁମାର ଅକ୍ଷୟ କୁମାରଙ୍କ ସହ କାମ କରିବାକୁ କିଏ ବା ନ ଚାହାନ୍ତି। ଏବେ ଅଭିନେତ୍ରୀ ବାଣୀ କପୁରଙ୍କୁ ନାୟିକା ହେବାର ସୁଯୋଗ...

ଚିନ୍ତା ବଢାଉଛି କରୋନା: ପ୍ରତି ଶହେ ଜଣରେ ୧୩ଜଣ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୬।୭: ଚିନ୍ତା ବଢାଇ ଚାଲିଛି କରୋନା। କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଦେଶରେ ୭ ଲକ୍ଷ...

ବର ବିନା ଏକୁଟିଆ ଶାଶୁଘରକୁ ଗଲେ କନ୍ୟା, ଜାଣନ୍ତୁ କାହିଁକି

ପଟିଆଲା, ୩୧।୧୦: ପଞ୍ଜାବର ପଟିଆଲା ଜିଲାର ମ୍ୟାକ୍ସିମମ୍‌ ଜେଲରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ବର-କନ୍ୟା ବିବାହ କରିଥିଲେ ମଧ୍ୟ କନ୍ୟାଙ୍କୁ ଏକୁଟିଆ ଶାଶୁଘରକୁ...

ଇଞ୍ଜିନିୟରିଂ ପଢ଼ା ଛାଡି କବି ହୋଇଥିଲେ କୁମାର ବିଶ୍ୱାସ

ରାଜନେତା ତଥା ଜଣାଶୁଣା ବ୍ୟଙ୍ଗ କବି କୁମାର ବିଶ୍ୱାସ ୧୦ ଫେବୃଆରୀ ୧୯୭୦ରେ ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ପିଲଖୁଆରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ...

ଭୂସ୍ଖଳନରେ ଫସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲେ ଯବାନ

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ଶ୍ରୀନଗର ହାଇଓ୍ବେ ନିକଟରେ ଭୂସ୍ଖଳନରେ ଫସିଥିବା ଜଣେ ଯୁବକଙ୍କୁ ବୁଧବାର ସିଆରପିଏଫ୍‌ର ୭୨ ବାଟାଲିୟନ ଯବାନ ଉଦ୍ଧାର କରିଛନ୍ତି। ମଙ୍ଗଳବାର ଲଗାଣ ବର୍ଷା...

ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବନ୍ଦ ହେଉ: ରାଜ୍ୟପାଳ

କୋଲକାତା, ୧୭।୬ (ପି.ଟି.): ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବନ୍ଦ ହେବା ଜରୁରୀ ବୋଲି ରାଜ୍ୟପାଳ ଡ. ସି.ଭି. ଆନନ୍ଦ ବୋଷ ଶୁକ୍ରବାର କହିଛନ୍ତି। ରାଜ୍ୟରେ ପଞ୍ଚାୟତ...

ବିଧବା ବୋହୂଙ୍କ ବିବାହ କରାଇଲେ ଶାଶୁ: ଝିଅ ପରି କଲେ ବିଦା

ରାୟପୁର, ୨୫।୫: ବିଧବା ବୋହୂଙ୍କର ପୁଣିଥରେ ବିବାହ କରାଇ ଜଣେ ଶାଶୁ ତାଙ୍କୁ ଝିଅପରି ବିଦା କରିଛନ୍ତି। ଛତିଶଗଡ଼ ବାଲୋଦ ଜିଲାରେ ଘଟିଛି ଏପରି ଘଟଣା।...

Advertisement
Archives

Model This Week