ବାଞ୍ଛାକଳ୍ପ ସଂସ୍କୃତ ବିଦ୍ୟାପୀଠ ହଷ୍ଟେଲରେ ଭୂତ ଭୟ: ହଷ୍ଟେଲ ଛାଡ଼ିଲେ ୫ ଛାତ୍ର

ଉଦଳା,୨୨।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଖଇରା ଥାନା ବାଞ୍ଛାକଳ୍ପ ସଂସ୍କୃତ ବିଦ୍ୟାପୀଠ ହଷ୍ଟେଲର ୫ ଜଣ ଛାତ୍ର ରବିବାର ଭୋରରେ ହଷ୍ଟେଲ ଛାଡି ଚାଲି ଯାଇଛନ୍ତି। ଭୂତ ବାହାରିଥିବା ଭୟରେ ସେମାନେ ହଷ୍ଟେଲ ଛାଡ଼ିଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, ଛାତ୍ରମାନେ ଉଦଳା ବସ୍‌ ଷ୍ଟାଣ୍ଡ ଯାଉଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସନ୍ଦେହ ହେବାରୁ ସେମାନେ ଛାତ୍ରଙ୍କୁ ଅଟକାଇ ପଚାରିବାରୁ ସେମାନେ ଭୂତ ଭୟରେ ହଷ୍ଟେଲ ଛାଡିଥିବା କହିଥିଲେ। ପରେ ଛାତ୍ରମାନଙ୍କୁ ପୋଲିସକୁ ହସ୍ତାନ୍ତର କରାଯାଇଥିଲା। ତେବେ ଉଦ୍ଧାର ଛାତ୍ରମାନଙ୍କ ଘର ଉଦଳା ଥାନା ବଡ ସିଂଗାରିଆ ଅଞ୍ଚଳରେ ହୋଇଥିବା ବେଳେ ସେମାନେ ଉକ୍ତ ବିଦ୍ୟାଳୟରେ ଷଷ୍ଠ ଏବଂ ଅଷ୍ଟମ ଶ୍ରେଣୀର ଛାତ୍ର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ୟୁଆର-ଏସଏଏମ୍‌’ କ୍ଷେପଣାସ୍ତ୍ର ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆର୍‌ଡିଓ (ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା) ପକ୍ଷରୁ ଆଇଟିଆର୍‌ (ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ) ୩ ନମ୍ବର ଲଞ୍ଚପ୍ୟାଡ୍‌ରେ ସ୍ବଳ୍ପ ଦୂରଗାମୀ...

ଶିକ୍ଷକ ଅଭାବ, ଶିକ୍ଷାଦାନରେ ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୧୪ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକର ବଲଭଦ୍ରପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନାନା ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ...

ପ୍ରାର୍ଥୀ ଘୋଷଣା ପରେ ରାଜନୈତିକ ଉଷ୍ମତା

ଝାରସୁଗୁଡ଼ା ଅଫିସ,୧୦ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୧୧ତାରିଖ ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ରହିଛି। ଇତିମଧ୍ୟରେ ୪ ରାଜନୈତିକ...

ଉଠାଦୋକାନୀଙ୍କ କବ୍‌ଜାରେ ରାସ୍ତାଘାଟ : ଜରୁରିକାଳୀନ  ସେବା ବ୍ୟାହତ

ଆନନ୍ଦପୁର,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ବାଲିପାଳ ବଜାରରେ ବିଭିନ୍ନ ସମୟରେ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ୁଛି। ଆନନ୍ଦପୁର ଆର୍‌ଏମ୍‌ସି ଦ୍ୱାରା କରାଯାଇଥିବା ମାର୍କେଟ...

ବରଗଡରେ ୧୪୮ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୬୯୧୭ରେ ପହଞ୍ଚିଲା

ବରଗଡ ଅଫିସ,୫।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୧୪୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ...

ଦିଗପହଣ୍ଡିରେ ସ୍ଥିତି ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲିଦେଖିଲେ, ସରକାରୀ ସହାୟତା ନେଇ ପଚାରି ବୁଝିଲେ

ଦିଗପହଣ୍ଡି,୧୮।୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ନିୟମ ନ ମାନିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ଶନିବାର...

ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ବରୀ,୧୪|୮(ସ୍ବ.ପ୍ର.)- ଯାଜପୁର ଜିଲା ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ମଙ୍ଗଳବାର ସରକାରୀ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

କେନ୍ଦୁଝର, ୨୯ା୧(ସ୍ବ.ପ୍ର.): ସ୍ଥାନୀୟ ଅତିରିକ୍ତ ଜିଲା ଜଜ କମ ସ୍ପେଶାଲ ଜଜ ଲୋକନାଥ ସାହୁ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ବୁଧବାର ଦୋଷୀ...

Advertisement
Archives

Model This Week