Posted inଜାତୀୟ

ବାଟରେ ଅଟକି ଚା’ ପିଇଲେ ରାହୁଲ

ମାଲାପ୍ପୁରମ୍‌,୭।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ୩ଦିନିଆ ଓ୍ବାୟନାଡ ସ୍ତରେ ଯିବା ସମୟରେ ମାଲାପ୍ପୁରମ୍‌ ଜିଲାର ରାସ୍ତା କଡ଼ରେ ଥିବା ଏକ ଦୋକାନରୁ ଚା’ ପିଇବା ପାଇଁ ଅଟକିଥିଲେ। ସେଠାରେ ସେ ତାଙ୍କ ସମର୍ଥକଙ୍କ ସହ ମିଶି ଚା’ ପିଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟର କଂଗ୍ରେସ ନେତା ମୁଲାପାଲି ରାମଚନ୍ଦ୍ରନ୍‌, ରମେଶ ଚେନିଥାଲା ଓ କେ ସି ଭେନୁଗୋପାଳ ମଧ୍ୟ ରହିଥିଲେ। ସାମାନ୍ୟ ଜଳଖିଆ ସହ ରାହୁଲ ସେଠାରେ ଏକ ଗ୍ଲାସରେ ଚା’ ପିଇଥିଲେ। ସୂଚନାଯୋଗ୍ୟ, ଓ୍ବାୟନାଡ ଆସନ ପାଇଁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିବା ରାହୁଲ ନିର୍ବାଚନ ପରେ ସେଠାକାର ଜନ ସାଧାରଣଙ୍କୁ ଧନ୍ୟବାଦ ଦେବାକୁ ୩ ଦିନିଆ ଓ୍ବାୟନାଡ ଗସ୍ତରେ ଶୁକ୍ରବାର ସେଠାରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ ପରେ ଅନିଶ୍ଚିତତା

ନୂଆଦିଲ୍ଲୀ,୧୯।୪: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିବା ପରେ ଏହାର ସଂକ୍ରମଣ ରୋକିବା ପାଇଁ ଗୋଟିଏ ପରେ ଗୋଟିଏ ଦେଶ କଠୋର ପଦକ୍ଷେପମାନ ଗ୍ରହଣ...

ଆତ୍ମନିର୍ଭର ଭାରତ ନିର୍ମାଣରେ କୋଭିଡ୍‌ ଏକ ସୁଯୋଗ: ମୋଦି

କୋଲକାତା,୧୨ା୬(ପି.ଟି.):ଆତ୍ମନିର୍ଭର ଭାରତ ନିର୍ମାଣ ଲାଗି କୋଭିଡ୍‌-୧୯ ସଙ୍କଟକୁ ଏକ ସୁଯୋଗରେ ରୂପାନ୍ତରିତ କରାଯିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଗୁରୁବାର ଭିଡିଓ କନ୍‌ଫରେନ୍ସ...

ନିର୍ଭୟା ମାମଲା: କାନ୍ଥରେ ମୁଣ୍ଡ ବାଡେଇ ଆହତ ହେଲେ ବିନୟ

ନୂଆଦିଲ୍ଲୀ,୨୦।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ନିଜେ ରହୁଥିବା ସେଲ୍‌ର କାନ୍ଥରେ ମୁଣ୍ଡ ବାଡେଇ ନିଜକୁ ଆହତ କରିଥିବା ସୂଚନା ମିଳିଛି।...

ବୈଷ୍ଣୋ ଦେବୀଙ୍କୁ ପ୍ରତିଦିନ ୨ହଜାର ଭକ୍ତ ଦର୍ଶନ କରିବେ

କଟରା,୧୬।୮: ରବିବାରଠାରୁ ଆରମ୍ଭ ହୋଇଛି ମା’ ବୈଷ୍ଣୋ ଦେବୀଙ୍କ ଯାତ୍ରା। କରୋନା ମହାମାରୀ ଯୋଗୁ ଗତ ମାର୍ଚ୍ଚ ମାସରୁ ବୈଷ୍ଣୋ ଦେବୀ ଦର୍ଶନ ବନ୍ଦ ଥିବା...

ବଲିଉଡ୍‌ର ନିଆରା ପ୍ରେମକାହାଣୀ: ଘାତ ପ୍ରତିଘାତ ପରେ ଗୌରୀ ଧରିଥିଲେ ଶାହରୁଖଙ୍କ ହାତ

ମୁମ୍ବାଇ,୮।୧୦: କିଙ୍ଗ୍‌ ଖାଁ ଶାହରୁଖ୍‌ଙ୍କ ସ୍ତ୍ରୀ ଗୌରୀ ଖାଁ ମଙ୍ଗଳବାର ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୦ ଅକ୍ଟୋବର ୮ରେ ସେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ...

ମୋଦି ସରକାରଙ୍କ ନଅ ବର୍ଷ ପୂରଣ ଅବସରରେ ଉଦ୍‌ଘାଟନ ହୋଇପାରେ ନୂଆ ସଂସଦ ଭବନ

ନୂଆଦିଲ୍ଲୀ,୧୬।୫: ମୋଦି ସରକାରଙ୍କ ନଅ ବର୍ଷ ପୂରଣ ଅବସରରେ ଏକ ଭବ୍ୟ ଆୟୋଜିତ ସହିତ ନୂତନ ସଂସଦ ଗୃହର ଉଦ୍‌ଘାଟନ ହୋଇପାରେ। କୁହାଯାଉଛି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ମୋଦିଙ୍କ ଗସ୍ତରେ ଛାନିଆ ଡ୍ରାଗନ: ୨ କିମି ପଛକୁ ହଟିଲେ ସୈନ୍ୟ

ଲଦାଖ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲଦାଖର ଲେହ ଗସ୍ତର ଦୁଇ ଦିନ ପରେ ଚାଇନା ସୈନ୍ୟ ଗଲଓ୍ବାନ ଘାଟିରେ ଶିବିର ପକାଇଥିବା ଅଞ୍ଚଳରୁ ୨ କିମି...

କ୍ରୀଡ଼ା ପାଠପଢ଼ାର ଅଂଶ ବିଶେଷ, ମୁଖ୍ୟ ସ୍ରୋତରେ ହେବ ସାମିଲ୍‌…

ନୂଆଦିଲ୍ଲୀ,୧୫।୮: ପାଠପଢ଼ାରେ କ୍ରୀଡ଼ାକୁ ଏକ ଅଂଶ ବିଶେଷ ଭାବେ ଗ୍ରହଣ କରାଯାଇ ମୁଖ୍ୟ ସ୍ରୋତରେ ସାମିଲ୍‌ କରାଯିବା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି।...

Advertisement
Archives

Model This Week