Posted inଜାତୀୟ

ବାଟଲା ବାଣ କାରଖାନା ବିସ୍ଫୋରଣରେ ମୃତାହତଙ୍କ ପାଇଁ ସହାୟତା ଘୋଷଣା କଲେ ପଞ୍ଜାବ ସରକାର

ଗୁରୁଦାସପୁର,୪।୯: ପଞ୍ଜାବ ଗୁରୁଦାସପୁର ବାଟଲା ବାଣ କାରଖାନାରେ ବିସ୍ଫୋରଣ ଘଟି ବୁଧବାର ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମବେଦନା ଜ୍ଞାପନ କରିଛନ୍ତି। ତେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ୭ଜଣ ଗୁରୁତରଙ୍କ ଲାଗି ୫୦ ହଜାର ଓ ସାମାନ୍ୟ ଆହତଙ୍କ ପାଇଁ ୨୫ ହଜାର ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏହା ସହ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ଉଜୁଡ଼ା କ୍ଷେତକୁ ଜଗିବେ ୪ କାର୍ଯ୍ୟକାରୀ ଅଧ୍ୟକ୍ଷ !

ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳ ୨୦୧୪ ତୁଳନାରେ ମାତ୍ର ୮ ଆସନ ଅଧିକ ହାସଲ କରିଛି। ପୂର୍ବରୁ ଏହା ୪୪ ଥିବାବେଳେ...

ବିପଦ ଉପରେ ବିପଦ: ସକାଳୁ ସକାଳୁ ଥରିଲା ଆସାମ…

ଗୁଆହାଟି,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସିଲି। ଆସାମ ସୋନିତ୍‌ପୁରରେ ବୁଧବାର ୭ଟା...

ଓବିସି ସଂଶାଧନ ବିଲ୍‌ ଲୋକ ସଭାରେ ପାରିତ, ମିଳିଲା ବିରୋଧୀଙ୍କ ସମର୍ଥନ…

ନୂଆଦିଲ୍ଲୀ,୯।୮: କେନ୍ଦ୍ରୀୟ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ବିରେନ୍ଦ୍ର କୁମାର ଖାଟିକଙ୍କ ଦ୍ୱାରା ସୋମବାର ଲୋକସଭାରେ ଆଗତ ହୋଇଥିବା ଓବିସି ସଂଶାଧନ ବିଲ୍‌-୨୦୨୧...

୮ରୁ ବ୍ରିଟେନକୁ ବିମାନ

ନୂଆଦିଲ୍ଲୀ,୧।୧: ଜାନୁଆରୀ ୮ରୁ ଭାରତରୁ ବ୍ରିଟେନକୁ ବିମାନସେବା ଆଂଶିକ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହାର୍ଦ୍ଦିକ ସିଂ ପୁରୀ ଶୁକ୍ରବାର କହିଛନ୍ତି।...

ଭାରତୀୟ ଛାତ୍ରଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ଶଶୀ ଥରୁର

ନୂଆଦିଲ୍ଲୀ,୧।୩: ୟୁକ୍ରେନରେ ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ତେଣୁ ସେଠାରେ ଫସି ରହିଥିବା ଭାରତୀୟ ଛାତ୍ର ଓ ନାଗରିକଙ୍କୁ ରେସକ୍ୟୁ କରିବା ଲାଗି ଅପରେଶନ୍‌...

ଭାଜପା ନେତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ,୩୦।୩: ଦିଲ୍ଲୀର ସୁଭାଷ ନଗର ସ୍ଥିତ ଏକ ପାର୍କର ଗ୍ରୀଲ୍‌ରୁ ଝୁଲନ୍ତା ଅବସ୍ଥାରେ ଜଣେ ଭାଜପା ନେତାଙ୍କ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ...

ଯୁବତୀଙ୍କ ଚୁଟି ଘୋଷାରୀ ଥାନା ଭିତରେ ପିଟିଲେ ଅଧିକାରୀ

ସାହେବଗଞ୍ଜ: ଝାଡ଼ଖଣ୍ଡର ସାହେବଗଞ୍ଜ ଜିଲାରେ ଜଣେ ଯୁବତୀଙ୍କୁ ଥାନା ପରିସରରେ ଥାନା ଅଧିକାରୀ ବାଡ଼େଇଛନ୍ତି। ଏହି ଘଟଣାର ଭିଡିଓ ଭାଇରାଲ ହେବାପରେ ଝାଡ଼ଖଣ୍ଡ ପୋଲିସ ପକ୍ଷରୁ...

ତାଳଚେର ସାର କାରଖାନା ପ୍ରକଳ୍ପ କାର୍ଯ୍ୟ ବନ୍ଦ

ନୂଆଦିଲ୍ଲୀ,୮।୭: ଭାରତ-ଚାଇନା ଯୁଦ୍ଧ ଲଦାଖର ଗଲ୍‌ଓ୍ବାନ ଉପତ୍ୟକାରେ ହୋଇଥାଇପାରେ, କିନ୍ତୁ ତାହାର ପ୍ରଭାବ ଦୂରଦୂରାନ୍ତରେ ପଡ଼ୁଛି। ଓଡ଼ିଶାର ଦୁଇଜଣ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ...

Advertisement
Archives

Model This Week