ବାଣିଜ୍ୟ ଲିଡରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୭-୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୦-୨୧ ସାଧାରଣ ବଜେଟର ଅବ୍ୟବହିତ ପୂର୍ବରୁ ଦେଶର ବାଣିଜ୍ୟ ଲିଡରଙ୍କୁ ଭେଟିଛନ୍ତି। ଅର୍ଥ ବ୍ୟବସ୍ଥା ସାମ୍ନାରେ ରହିଥିବା ବିଭିନ୍ନ ଚ୍ୟାଲେଞ୍ଜ, ନିଯୁକ୍ତି ସୃଷ୍ଟି ଏବଂ ଅଭିବୃଦ୍ଧି ସମ୍ପର୍କିତ ବିଭିନ୍ନ ପଦକ୍ଷେପ ଉପରେ ବୈଠକରେ ଆଲୋଚନା ହୋଇଛି। ବୈଠକରେ ରିଲାଏନ୍ସ ଗ୍ରୁପ ଅଧ୍ୟକ୍ଷ ମୁକେଶ ଅମ୍ବାନୀ, ଟାଟା ଗ୍ରୁପର ସେବା ନିବୃତ୍ତ ଅଧ୍ୟକ୍ଷ ରତନ ଟାଟା, ଭାରତୀ ଏୟାରଟେଲ ଅଧ୍ୟକ୍ଷ ସୁନୀଲ ଭାରତୀ ମିତ୍ତଲ, ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ, ମହିନ୍ଦ୍ରା ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା, ବେଦାନ୍ତ ରିସୋସେର୍ସ ଅଧ୍ୟକ୍ଷ ଅନୀଲ ଅଗ୍ରଓ୍ବାଲ ଆଲୋଚନାରେ ସାମିଲ ହୋଇଥିଲେ। ଟାଟାସନ୍ସର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେକରନ, ଟିଭିଏସ୍‌ ଅଧ୍ୟକ୍ଷ ଭେନୁ ଶ୍ରୀନିବାସନ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri