ବାଣ ପ୍ରସ୍ତୁତ ବେଳେ ଅଘଟଣ: ନିଆଁ ଲାଗି ୨ ଗୁରୁତର, ବାଣ ପ୍ରସ୍ତୁତ ଘର ସିଲ୍‌ କଲା ପୋଲିସ

ଚାନ୍ଦବାଲି,୧୭।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ମତୋ ପଞ୍ଚାୟତର ଦକ୍ଷିଣ ସାହି ଗ୍ରାମରେ ବାଣ ପ୍ରସ୍ତୁତ ବେଳେ ସୋମବାର ସନ୍ଧ୍ୟାରେ ମଶା ଧୂପରୁ ନିଆଁ ଲାଗି ୨ ଶିଶୁ ଗୁରୁତର ହୋଇଛନ୍ତି। ସେମାନେ ହେଲେ ସୁମନ୍ତ ବେହେରାଙ୍କ ପୁଅ ମନୋଜ(୪) ଓ ଅର୍ଜୁନ ସାହୁଙ୍କ ଝିଅ ଶୁଭଶ୍ରୀ(୫) । ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ ତିହିଡ଼ି ପରେ ଭଦ୍ରକ ଓ କଟକ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ଶରୀରର ବିଭିନ୍ନ ଅଂଶ ପୋଡି ଯାଇଛି । ବାଣ ସାମଗ୍ରୀ ପ୍ରସ୍ତୁତ ସମୟରେ ସେମାନେ ଦେଖୁଥିବା ବେଳେ ମଶା ଧୂପରୁ ନିଆଁ ଲାଗି ଯାଇଥିଲା। ଖବର ପାଇ ମତୋ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଣ ପ୍ରସ୍ତୁତ ହେଉଥିବା ଘରକୁ ସିଲ୍‌ କରି ତଦନ୍ତ ଆରମ୍ଭ କରିଛି ।
ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ ସାହି ଗ୍ରାମରେ କେତେକ ଅଣପଞ୍ଜୀକୃତ ବାଣ କାରିଗର ଅଛନ୍ତି । ସେମାନେ ପର୍ବପର୍ବାଣିରେ ବେଆଇନ ଭାବରେ ବାଣ ତିଆରି କରି ସ୍ଥାନୀୟ ବଜାରରେ ବିକ୍ରି କରିଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri