ବାଣ ବେପାର ନେଇ ଚିନ୍ତାରେ ବ୍ୟବସାୟୀ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପକ୍ଷରୁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ବାଣ ବିକ୍ରି ପାଇଁ ଅନୁମତି ମିଳିଥିବା ବେଳେ ଜନବସତି ଠାରୁ ଦୂରରେ ମାତ୍ର ୪ଟି ସ୍ଥାନରେ ବାଣ ବିକ୍ରି ଦୋକାନକୁ ଅନୁମତି ମିଳିଛି। ତେବେ ଚଳିତବର୍ଷ ବାଣ ବେପାରକୁ ନେଇ ବ୍ୟବସାୟୀମାନେ ଚିନ୍ତାରେ ରହିଛନ୍ତି। ୩ ଧରି ଲଗାଣବର୍ଷା ବାଣ ବେପାରରେ ମାନ୍ଦାବସ୍ଥା ସୃଷ୍ଟି କରିଛି। ପୌରପରିଷଦ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିକୁ କେତେକ ବାଣ ବ୍ୟବସାୟୀ ସ୍ବାଗତ କରିଥିବା ବେଳେ ଆଉ କିଛି ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଦୀର୍ଘ ୪୦ ବର୍ଷ ହେବ ବାଣ ବ୍ୟବସାୟ କରିଆସୁଥିବା କାହ୍ନୁ ଚରଣ ସାହୁଙ୍କ ଦୁଇ ପୁଅ ମହେଶ୍ୱର ଏବଂ ଧବଳେଶ୍ୱର କୁହନ୍ତି, ଚଳିତ ବର୍ଷ ବେପାର ମାନ୍ଦା ଲାଗୁଥିଲେ ମଧ୍ୟ ଏହି ଦୁଇଦିନ ଭଲ ବେପାର ହେବ ବୋଲି ଆଶା ରଖିଛୁ। ସେହିପରି ଆନନ୍ଦପୁରର ବାଣ ବ୍ୟବସାୟୀ ବାଦଲ ଖୁଣ୍ଟିଆ କହିଛନ୍ତି, ବର୍ଷା ବେପାର ପ୍ରତି ମାନ୍ଦା ଆଣିଛି। ଏହି ଦୁଇ ଦିନରେ ସେମିତି କିଛି ବେପାର ହେବ ବୋଲି ଆଶା କରୁନି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri