ବାତ୍ୟା ‘ଅମ୍ଫନ’କୁ ନେଇ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ,୧୯।୫: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଷ୍ଟ୍ରୀୟ ସଙ୍କଟ ପରିଚାଳନା କମିଟି(ଏନ୍‌ସିଏମ୍‌ସି)ର ତୃତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ତଥା କେନ୍ଦ୍ର ମନ୍ତ୍ରଣାଳୟ ବା ଏଜେନ୍ସି ଗୁଡିକର ବାତ୍ୟା ଅମ୍ଫନର ମୁକାବିଲାକୁ ନେଇ ସମୀକ୍ଷା କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ ସୋମବାର ମହାବାତ୍ୟାର ରୂପ ନେଇଛି। ଏହା ୨୦ ତାରିଖ ଅପରାହ୍ନରେ କିମ୍ବା ସନ୍ଧ୍ୟାରେ ବାଂଲାଦେଶର ହାତିଆ ଏବଂ ସୁନ୍ଦରବନ ନିକଟରେ ଲ୍ୟାଣ୍ଡ ଫଲ କରିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri