ବାତ୍ୟା ‘ଅମ୍ଫନ’ର ପ୍ରଭାବ: ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା

କୋଲକାତା,୧୯।୫: ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଏହା ସ୍ଥଳଭାଗ ଛୁଇଁବା ବେଳେ ବ୍ୟାପକ କ୍ଷୟକ୍ଷତି କରିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇତିବା ବେଳେ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା ସହ ସବୁ ସ୍ଥାନରେ ଉଦ୍ଧାରକାରୀ ଦଳ ମୁତୟନ ରହିଛନ୍ତି। ସୂଚନାଯୋଗ୍ୟ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ ସୋମବାର ମହାବାତ୍ୟାର ରୂପ ନେଇଥିଲା। ଏହା ୨୦ ତାରିଖ ଅପରାହ୍ନରେ କିମ୍ବା ସନ୍ଧ୍ୟାରେ ବାଂଲାଦେଶର ହାତିଆ ଏବଂ ସୁନ୍ଦରବନ ନିକଟରେ ଲ୍ୟାଣ୍ଡ ଫଲ କରିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ହେଲେ ଏହା ପୂର୍ବରୁ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ଆରମ୍ଭ ହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଲାଇନରେ ତେଲ ଯିବ ନେପାଳ

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୋତିହାରି-ଅମଲେଖଗଞ୍ଜ(ନେପାଳ) ପେଟ୍ରୋଲିୟମ୍‌ ଉତ୍ପାଦନ ପାଇପ୍‌ ଲାଇନ୍‌ର ଉଦ୍‌ଘାଟନ କରିଛନ୍ତି। ଏହା ଦକ୍ଷିଣ ଏସିଆର ପ୍ରଥମ କ୍ରସ୍‌-ବର୍ଡର ପେଟ୍ରୋଲିୟମ ଉତ୍ପାଦନ...

ମମତାଙ୍କ ଉପରେ ବର୍ଷିଲେ ଶାହା

କୋଲକାତା,୬।୧୧: ଖୁବ୍‌ଶୀଘ୍ର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ କରାଯିବ। ପଶ୍ଚିମବଙ୍ଗର ବିକାଶ ଲାଗି ଭାଜପା ବଦ୍ଧ ପରିକର ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର...

ସରକାରୀ ସମ୍ପତ୍ତିର ହେବ ଘରୋଇ କରଣ: ୧୦୦ର ତାଲିକା ପ୍ରସ୍ତୁତ

ନୂଆଦିଲ୍ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ୍‌ ଶୀଘ୍ର ୧୦୦ଟି ସରକାରୀ ସମ୍ପତ୍ତିକୁ ଘରୋଇ କରଣ କରିବାକୁ ଯାଉଛନ୍ତି। ଏହାଦ୍ୱାରା ୨୦୨୫ ସୁଦ୍ଧା ଭାରତ ୫...

ଆଜି ଅଗଷ୍ଟ କ୍ରାନ୍ତି ଦିବସ: ଭାରତ ଇତିହାସରେ ଏକ ସ୍ମରଣୀୟ ଦିନ

ନୂଆଦିଲ୍ଲୀ,୯ା୮: ଆଜି ହେଉଛି ଅଗଷ୍ଟ କ୍ରାନ୍ତି ଦିବସ। ୧୯୪୨ ମସିହା ଅଗଷ୍ଟ ୯ ତାରିଖ ଭାରତ ଇତିହାସରେ ଏକ ସ୍ମରଣୀୟ ଦିନ। ସ୍ବାଧୀନତା ପରଠାରୁ ଏହି...

ଟିଏମ୍‌ସିରୁ ଇସ୍ତଫା ଦେଲେ ଯଶବନ୍ତ

ନୂଆଦିଲ୍ଲୀ,୨୧।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ବର୍ତ୍ତମାନ ରାଜନୀତି ସରଗରମ ହେବାରେ ଲାଗିଛି। ଭାଜପା ଓ ବିରୋଧୀଙ୍କ ପକ୍ଷରୁ ଏପର୍ଯ୍ୟନ୍ତ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ।...

ଓଲଟିଲା ଡଙ୍ଗା: ୨୦ ନିଖୋଜ

ମେଦିନାପୁର, ୩୦।୯: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁରରେ ଏକ ଅଘଟଣ ଘଟିଛି। ପୂର୍ବ ମେଦିନାପୁରରେ ଏକ ଡଙ୍ଗା ବୁଡିଯିବାରୁ ୨୦ ଜଣ ଲୋକ ନିଖୋଜ ହୋଇଯାଇଛନ୍ତି। ଆବଶ୍ୟକଠାରୁ...

ବିଧାନସଭାରେ ନମାଜ ପଢିବାକୁ ମିଳିଲା କୋଠରୀ, ଭାଜପା ନେତା କହିଲେ ହନୁମାନ ଚାଳିଶା ପଢିବାକୁ କରାଯାଉ ସୁବିଧା

ରାଞ୍ଚି,୪ ।୯: ଝାଡ଼ଖଣ୍ଡ ବିଧାନସଭା ପରିସରରେ ନମାଜ ପଢିବା ପାଇଁ କୋଠରୀ ଯୋଗାଇ ଦିଆଯିବା ପରଠାରୁ ବିବାଦ ଚରମ ସୀମାରେ ପହଞ୍ଚିଲାଣି । ଏହାକୁ ନେଇ...

ବାରାଣସୀ ଭଳି କେରଳ ବି ମୋର ଅତି ଆପଣାର: ମୋଦି

ତିରୁଭାନନ୍ତପୁରମ୍‌,୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, କେରଳରେ ଭାଜପା ଖାତା ଖୋଲି ନ ଥିଲେ ମଧ୍ୟ...

Advertisement
Archives

Model This Week