ବାତ୍ୟା ଅମ୍ଫନ: ଭଦ୍ରକରେ ବର୍ଷା, ମତ୍ସଜୀବୀଙ୍କୁ ସମୁଦ୍ର ମନା

ଭଦ୍ରକ,୧୯।୫(ବ୍ୟୁରୋ)-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ଅମ୍ଫନ ଉତ୍ତର ଦିଗରେ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି। ବର୍ତ୍ତମାନ ଘଣ୍ଟାକୁ ୧୭ କି.ମି. ବେଗରେ ଏହା ଗତି କରୁଛି। ସକାଳୁ ଭଦ୍ରକ ସହରରେ ପାଗ କୋହଲା ଥିଲା। ତେବେ ଅପରାହ୍ନରୁ ଏଠାରେ ଝିପିଝିପି ବର୍ଷା ହେବା ସହ ଥଣ୍ଡା ପବନ ବହିବା ଆରମ୍ଭ ହୋଇଗଲାଣି। ସମୁଦ୍ର ଅଶାନ୍ତ ରହିବା ଯୋଗୁ ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଭଦ୍ରକ ଜିଲାରେ ହାଇଆଲର୍ଟ ଜାରି ହୋଇଥିବା ଦୁଇଟି ବ୍ଲକ ମଧ୍ୟରୁ ବାସୁଦେବପୁର ଗୋଟିଏ। ତେଣୁ ଏଠାରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି। ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯିବା ସହ ଓଡିଆରଏଫ ଟିମ ମଧ୍ୟ ବେଶ ସଜାଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

କଙ୍ଗାରୁ କୋର୍ଟରେ ମହିଳାଙ୍କୁ ବଜାର ଉପରେ କରିଦେଲେ ଛିଡ଼ା: ସହିପାରିଲେନି ବାପା ଶେଷରେ ନେଲେ ଚରମ ନିଷ୍ପତ୍ତି 

ଚାନ୍ଦବାଲି,୨୬।୧(କିଷାନ ପାତ୍ର): ସୀମା ଟପିଲା ବର୍ବରତା। ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ  ବାପା  ସହି…

ମଝି ସମୁଦ୍ରରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଡିଜିପି କହିଲେ ଏହି ଦ୍ୱୀପରେ…

ଭଦ୍ରକ,୨୨ା୧(ସନାତନ ରାଉତ): ଭଦ୍ରକ ଜିଲା ଧାମରା ବନ୍ଦର ନିକଟସ୍ଥ ଉଡ଼ାବାଲି ଦ୍ବୀପରେ ୭୭ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ଉଡ଼ିଛି ତ୍ରିରଙ୍ଗା। ଉପକୂଳ ସୁରକ୍ଷା ଓ ଶହୀଦଙ୍କ ଶ୍ରଦ୍ଧାଞ୍ଜଳି…

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ। ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri