ବାତ୍ୟା ଅମ୍ଫନ୍‌‌ ନେଲା ୨ ଜୀବନ

କୋଲକାତା,୨୦।୫: ପଶ୍ଚିମ ବଙ୍ଗର କିଛି ସ୍ଥାନରେ ମହାବାତ୍ୟା ଅମ୍ଫନ୍‌ ତାଣ୍ଡବ ରଚାଇଛି। ସ୍ଥଳଭାଗ ମୁହାଁ ହେଉଥିବା ଅମ୍ଫନ୍‌ ଯୋଗୁ ମଙ୍ଗଳବାରଠାରୁ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ହେଉଛି। ବୁଧବାର ତୀବ୍ର ବେଗରେ ପବନ ବହିବାରୁ କେତେକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଓ ବଡ଼ ବଡ଼ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ତେବେ ବାତ୍ୟା ଅମ୍ଫନ ଯୋଗୁ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଉତ୍ତର ଚବିଶ ପ୍ରଗଣା ଜିଲାରେ ଜଣେ ୫୫ବର୍ଷୀୟ ମହିଳାଙ୍କ ଉପରେ ଗଛ ପଡ଼ିଯିବାରୁ ମୃତ୍ୟୁ ହୋଇଥିବା ବେଳେ ଟିଣ ଆଜବେଷ୍ଟ ତଳେ ଫସି ଜଣେ ୧୩ବର୍ଷର ବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ପଶ୍ଚିମବଙ୍ଗ ସୁନ୍ଦରବନରେ ବାତ୍ୟା ଅମ୍ଫନ୍‌ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟା ପାଇଁ ୪ଘଣ୍ଟା ସମୟ ଲାଗିବାକୁ ଥିବା ବେଳେ ଏହାର ପ୍ରଭାବରେ ଆଖପାଖ ସ୍ଥାନରେ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri