ବାତ୍ୟା ଆଶଙ୍କା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ରାଜନଗର,୬।୧୧(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’କୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବୁଧବାର ସଚେତନ କରାଯାଇଛି। ଏ ନେଇ ରାଜନଗର ବ୍ଲକ ଅଧୀନ ୨୯ ପଞ୍ଚାୟତର ୪୮ଟି ସମୁଦ୍ରକୂଳିଆ ଗାଁର ଲୋକମାନଙ୍କୁ ସତର୍କ ରହିବାକୁ ରାଜନଗର ତହସିଲଦାର ଦିବ୍ୟେନ୍ଦୁ କୁମାର ଦାସ ଡାକବାଜି ସାହାଯ୍ୟରେ ସଚେତନ କରାଇଛନ୍ତି। ଏହା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ମାଛ ଧରିବାକୁ ନ ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ଖେଳ ବିଗାଡ଼ିଲେ ଅସନ୍ତୁଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୮।୩: ଆସନ୍ତା ସାଧାରଣ ନିର୍ବାଚନକୁ ଆଉ ଦୁଇବର୍ଷ ବାକି ଅଛି। ଏହା ପୂର୍ବରୁ ରାଜ୍ୟରେ ଲୋକଙ୍କ ମତିଗତିକୁ ପଞ୍ଚାୟତ ଓ ପୌର ନିର୍ବାଚନରେ...

ରାଜ୍ୟରେ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ...

ସ୍ବତନ୍ତ୍ର ବର୍ଥ ନିର୍ମାଣ କରିବ ପାରାଦୀପ ବନ୍ଦର

ପାରାଦୀପ, ୧୯।୩ (ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ପରିଚୟ ପାଇଥିବା ପାରାଦୀପରେ କ୍ୟାପ୍‌ସାଇଜ୍‌ ଜାହାଜ ଲାଗିବା ଭଳି ଏକ ସ୍ବତନ୍ତ୍ର ବର୍ଥ ନିର୍ମାଣ କରାଯିବ।...

ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍‌, ଟ୍ରେନ୍‌ ବଗି ଯାଞ୍ଚ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ...

କୋରାପୁଟ ଗସ୍ତରେ ପୋଲିସ ଡିଜି

କୋରାପୁଟ,୧୧।୨(ସ୍ବ.ପ୍ର.): କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ ବଂଶଲ। ଡିଜିଙ୍କ ସହିତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି । ଜିଲାରେ ମାଓବାଦୀ ସ୍ଥିତିର...

ବାଲି ଚୋରା ଚାଲାଣ ଘଟଣା: ୯୦ ହଜାର ଜରିମାନା ଗଣିଲେ ଗାଡ଼ି ମାଲିକ

କେସିଙ୍ଗା,୨୪।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଲଇତରା ରାଜସ୍ବ ନିରୀକ୍ଷକ ଅଧୀନ ବୋରିଆ ଗ୍ରାମ ନିକଟରେ ଥିବା ଦେହେରେନ ଜୋରଠାରୁ ସୋମବାର ଚୋରା ବାଲି ଚାଲାଣ...

୫୧ ଶିଳ୍ପ ନେଇଛନ୍ତି ୬୯୮୯.୩୯ କୋଟି

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଶିଳ୍ପାୟନ ପାଇଁ ସରକାର ଜମି ଦେଉଛନ୍ତି। ହେଲେ ବିଭିନ୍ନ ଶିଳ୍ପସଂସ୍ଥା ସେହି ଜମିକୁ ଉଦ୍ଦେଶ୍ୟ ବାହାରେ ଅନ୍ୟ କାର୍ଯ୍ୟରେ ବିନିଯୋଗ କରୁଛନ୍ତି। ଫଳରେ ମୂଲ୍ୟବାନ...

ୟୁକ୍ରେନ୍‌ରେ ପୋଲସରା ଛାତ୍ର

ପୋଲସରା,୨୭।୨(ଡି.ଏନ.ଏ.): ପୋଲସରା ଷଣ୍ଢସାହିରେ ରହୁଥିବା ପ୍ରଦୀପ କୁମାର ପାତ୍ର ପୋଲସରାରୁ ୯ କିଲୋମିଟର ଦୂରରେ ବୁଢାମ୍ବଠାରେ ଥିବା ଡାକ୍ତରଖାନାରେ ଫାର୍ମାସିଷ୍ଟ ଭାବେ କାର୍ଯ୍ୟରତ। ତାଙ୍କ ପୁଅ ଦେବାଶିଷ...

Advertisement
Archives

Model This Week