ବାତ୍ୟା ଆଶ୍ରୟସ୍ଥଳକୁ ୪ଶହ ଲୋକ ସ୍ଥାନାନ୍ତର

ଖଇରା, ୨୦।୫(ଡି.ଏନ.ଏ.)-ସମ୍ଭାବ୍ୟ ବାତ୍ୟା ଅମ୍ଫନକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ୩୭ ପଞ୍ଚାୟତରେ ୩୭ଟି ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଇଛି। ଝାଟିମାଟି ଓ ଅସୁରକ୍ଷିତ ଘରେ ରହୁଥିବା ୪ଶହ ଲୋକଙ୍କୁ ଉକ୍ତ ଆଶ୍ରୟସ୍ଥଳୀକୁ ମଙ୍ଗଳବାର ସ୍ଥାନାନ୍ତର କରାଯାଇଛି ା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ପଞ୍ଚାୟତର ସରପଞ୍ଚଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନେଇଛନ୍ତି ା ଲୋକଙ୍କ ରହିବା ଖାଇବାରେ ଯେଭଳି କିଛି ଅସୁବିଧା ନ ହୁଏ ସେଥିପାଇଁ କର୍ମଚାରୀମାନଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଥିବା ନେଇ ବିଡିଓ ସୂଚନା ଦେଇଛନ୍ତି ା ସେହିଭଳି କୃଷିଜାତ ଦ୍ରବ୍ୟକୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ଖଇରା ତହସିଲଦାର ପ୍ରଦୀପ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଲୋକଙ୍କୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଜଣାଇ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri