Posted inଜାତୀୟ

ବାତ୍ୟା ନିସର୍ଗକୁ ନେଇ ମୁମ୍ବାଇରେ ରେଡ ଆଲର୍ଟ: ଘଣ୍ଟାପ୍ରତି ଶହେ କିଲୋମିଟର ବେଗରେ ବହିପାରେ ପବନ

ମୁମ୍ବାଇ,୨।୬: ବାତ୍ୟା‘ ନିସର୍ଗ’ ବୁଧବାର ଅର୍ଥାତ୍‌ ଜୁନ୍‌ ୩ରେ ମହାରାଷ୍ଟ୍ର ଉପକୂଳ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳକୁ ହାଇ ଆଲର୍ଟରେ ରଖାଯାଇଛି। ଏହାସହ ପାଲଘରର ଉପକୂଳ ଅଞ୍ଚଳରେ ଏନ୍‌ଡିଆର୍‌ଏଫ୍‌ ଟିମକୁ ମଧ୍ୟ ମୁତୟନ କରାଯାଇଛି। ବାତ୍ୟା ନିସର୍ଗର ମୁକାବିଲା ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ କଥା ହୋଇଛନ୍ତି। ଏନ୍‌ଡିଆର୍‌ଏଫ୍‌ର ମହାନିର୍ଦ୍ଦେଶକ ଏସ୍‌.ଏନ୍‌. ପ୍ରଧାନ କହିଛନ୍ତି ନିସର୍ଗ ପ୍ରଭାବରେ ୯୦-୧୦୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ପ୍ରଧାନ କହିଛନ୍ତି ଏବେ ମହାରାଷ୍ଟ୍ରର ଉପକୂଳ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?