Posted inଜାତୀୟ

ବାତ୍ୟା ‘ବାୟୁ’ର ପ୍ରଭାବ: ବାଟ ହୁଡ଼ିଲା ମୌସୁମୀ; ୧୨ ବର୍ଷ ପରେ ପୁଣି ବିଳମ୍ବିତ

ନୂଆଦିଲ୍ଲୀ,୧୯।୬: ସାମୁଦ୍ରିକ ଝଡ଼ ବାୟୁର ପ୍ରଭାବରେ ଚଳିତ ବର୍ଷ ମୌସୁମୀ ବାଟ ହୁଡ଼ିଛି। ୧୨ ବର୍ଷ ପରେ ପୁଣିଥରେ ମୌସୁମୀ ବିଳମ୍ବିତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧୮-୧୯ ମଧ୍ୟରେ ମୌସୁମୀ ଦେଶର ଦୁଇ ତୃତୀୟାଂଶରେ ବର୍ଷା କରାଇବା କଥା। ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଘଟିଛି। ବର୍ତ୍ତମାନ ସୁଦ୍ଧା ମୌସୁମୀ କେବଳ ଦେଶର ୧୦ରୁ ୧୫ ପ୍ରତିଶତ ଅଞ୍ଚଳ ଅତିକ୍ରମ କରିଛି। ଏହି ସମୟ ମଧ୍ୟରେ ଦେଶରେ ମୌସୁମୀ ଯୋଗୁ ୮୨.୪ ପ୍ରତିଶତ ବର୍ଷା ହେବା କଥା। ତେବେ ଏବେ ଏହା ୪୪ ପ୍ରତିଶତ କମ୍‌ ରହିଥିବା ପାଣିପାଗ ବିଭାଗ କହିଛି। ୨୦୦୭ଠାରୁ ଗତ ବର୍ଷ ମଧ୍ୟରେ ଚଳିତ ବର୍ଷ ମୌସୁମୀ ବିଳମ୍ବିତ ହୋଇଛି। ପୂର୍ବରୁ ୨୦୦୬ରେ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ‘ବାୟୁ’ର ପ୍ରଭାବରେ ମୌସୁମୀ ଗତିଶୀଳ ପ୍ରକିୟା ସ୍ବାଭାବିକ ହୋଇ ପାରି ନ ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri