Posted inଜାତୀୟ

ବାତ୍ୟା ବୁଲ୍‌ବୁଲ୍‌ରେ ହୋଇଥିବା କ୍ଷୟକ୍ଷତିକୁ ନେଇ ମମତାଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୧୦।୧୧: ବାତ୍ୟା ବୁଲ୍‌ବୁଲ୍‌ ଶନିବାର ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲାର ସାଗରଦୀପ ଓ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଅନେକ କ୍ଷୟକ୍ଷତି ହେବା ସହ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହୋଇଛନ୍ତି। କେନ୍ଦ୍ର ତରଫରୁ ଯଥା ସମ୍ଭବ ସହାୟତା ଯୋଗାଇ ଦେବାକୁ ସେ ମମତାଙ୍କୁ କହିଛନ୍ତି। ଏହାସହ ମୋଦି ସଭିଙ୍କ ସୁରକ୍ଷା ଓ ସୁସ୍ଥତା କାମନା କରି ଟୁଇଟ୍‌ କରିଛନ୍ତି। ସୂଚନାଯୋଗ୍ୟ, ବାତ୍ୟା ‘ବୁଲ୍‌ବୁଲ୍‌’ ସ୍ଥଳଭାଗ ଛୁଇଁବା ପରେ ୨ ଘଣ୍ଟା ଧରି ତାଣ୍ଡବ ରଚିଥିଲା। ଏହାପରେ ସେ ସୁନ୍ଦରବନ ଦେଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିଥିବା ସୂଚନା ଦେଇଥିଲା ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri