ବାଦାମବାଡ଼ି ଶୂନଶାନ: ଗଡ଼ିଲାନି ବସ୍‌

କଟକ ଅଫିସ,୨୮।୫: ବସ୍‌ ମାଲିକ ସଂଘ ଏବଂ ସରକାରଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବୈଠକରେ ଗୁରୁବାରଠାରୁ ବସ୍‌ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସକାଳେ କିନ୍ତୁ ଏହାର ପ୍ରଭାବ କଟକ ବାଦାମବାଡ଼ିରେ ଦେଖିବାକୁ ମିଳିନି। ବସ୍‌ଷ୍ଟାଣ୍ଡ ସମ୍ପୂର୍ଣ୍ଣ ଶୂନଶାନ ରହିଛି। ଗୋଟିଏ ବି ବସ୍‌ ଚାଲି ନ ଥିବା ନଜର ଆସିଛି। ଫଳରେ ବସ୍‌ଷ୍ଟାଣ୍ଡକୁ ଆସିଥିବା ଯାତ୍ରୀମାନେ ନିରାଶ ହୋଇ ଫେରିଛନ୍ତି। ବସ୍‌ଷ୍ଟାଣ୍ଡରେ ଥିବା ସୂଚନା କେନ୍ଦ୍ର ବନ୍ଦ ଥିବାରୁ ଯାତ୍ରୀମାନେ କୌଣସି ସୂଚନା ପାଇପାରୁ ନାହାନ୍ତି।
ଏଥିସହ କଟକ ସ୍ଥିତ ପୁରୀ ଏବଂ ଅନୁଗୋଳ ବସ୍‌ଷ୍ଟାଣ୍ଡରୁ ମଧ୍ୟ ବସ୍‌ ଚଳାଚଳ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡ଼ାରେ ପୁଣି ହାତୀ ଆତଙ୍କ: ଭାଙ୍ଗିଲେ ଘର, ଉଜାଡିଲେ ଫସଲ; ସହାୟତା ଦାବି

ମୁନିଗୁଡ଼ା,୧।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଞ୍ଜ ଅଧୀନରେ ଦୀର୍ଘ ଏକ ମାସ ଧରି ହାତୀପଲ ବହୁ ଫସଲ ଓ ଘର ନଷ୍ଟ କରୁଥିବା ବେଳେ ଶନିବାର...

ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୦୦ ଟପିଲା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ପୁଣି ସୁସ୍ଥ ହେଲେ ୧୪୯

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ସୁସ୍ଥ ସଂଖ୍ୟା ୨୨୮୨ରେ ପହଞ୍ଚିଛି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ...

ଜିଲା ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୧।୧୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାର ସମ୍ବଲପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ଶନିବାର ପିକେଟିଂ କରାଯାଇ ସମସ୍ତ କାର୍ଯ୍ୟାଳୟ...

ଫେବୃୟାରୀ ପ୍ରଥମ ସପ୍ତାହରେ ବିଧାନସଭା

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରୁ ୨୦୨୦ର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ସଂସଦୀୟ ବିଭାଗ ପକ୍ଷରୁ ସମସ୍ତ...

ଭଦ୍ରକ ଷ୍ଟେଶନ ଜନଶୂନ୍ୟ, ଚିନ୍ତାରେ ବ୍ୟବସାୟୀ

ଭଦ୍ରକ ଅଫିସ, ୮ା୧୦- ଭଦ୍ରକ ଷ୍ଟେଶନ ଏବେ କରୋନା ପାଇଁ ଖାଁ ଖାଁ ହୋଇପଡ଼ିଛି। ଗତ ୭ ମାସ ହେଲା ଦ୍ରୁତଗାମୀ କିମ୍ବା ଲୋକାଲ ଟ୍ରେନ୍‌...

ରାମନବମୀକୁ ଫିକା କରିଦେଲା କରୋନା କଟକଣା

ସମ୍ବଲପୁର, ୨।୪ (ବ୍ୟୁରୋ)- କରୋନା ଭୂତାଣୁ କଟକଣା ଯୋଗୁ ସମସ୍ତ ଧାର୍ମିକ ପୀଠରେ ତାଲା ପଡିଛି । ଗୁରୁବାର ରାମନବନୀ ଅବସରରେ ପରମ୍ପରାନୁସାରେ କେବଳ ପୂଜାର୍ଚ୍ଚନା...

୬୨ ବ୍ରିଟେନ୍‌ ଫେରନ୍ତାଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୨୯।୧୨(ବ୍ୟୁରୋ) : ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ୬୨ ଜଣଙ୍କ କୌଣସି ପତ୍ତା ମିଳୁନି। ସେମାନେ ଫୋନ୍‌ ଉଠାଉ ନାହାନ୍ତି କି ନିର୍ଦ୍ଦିଷ୍ଟ ଠିକଣାରେ ମିଳୁନାହାନ୍ତି।...

Advertisement


Archives

Model This Week

Why Dharitri