ବାଦାମବାଡ଼ି ଶୂନଶାନ: ଗଡ଼ିଲାନି ବସ୍‌

କଟକ ଅଫିସ,୨୮।୫: ବସ୍‌ ମାଲିକ ସଂଘ ଏବଂ ସରକାରଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବୈଠକରେ ଗୁରୁବାରଠାରୁ ବସ୍‌ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସକାଳେ କିନ୍ତୁ ଏହାର ପ୍ରଭାବ କଟକ ବାଦାମବାଡ଼ିରେ ଦେଖିବାକୁ ମିଳିନି। ବସ୍‌ଷ୍ଟାଣ୍ଡ ସମ୍ପୂର୍ଣ୍ଣ ଶୂନଶାନ ରହିଛି। ଗୋଟିଏ ବି ବସ୍‌ ଚାଲି ନ ଥିବା ନଜର ଆସିଛି। ଫଳରେ ବସ୍‌ଷ୍ଟାଣ୍ଡକୁ ଆସିଥିବା ଯାତ୍ରୀମାନେ ନିରାଶ ହୋଇ ଫେରିଛନ୍ତି। ବସ୍‌ଷ୍ଟାଣ୍ଡରେ ଥିବା ସୂଚନା କେନ୍ଦ୍ର ବନ୍ଦ ଥିବାରୁ ଯାତ୍ରୀମାନେ କୌଣସି ସୂଚନା ପାଇପାରୁ ନାହାନ୍ତି।
ଏଥିସହ କଟକ ସ୍ଥିତ ପୁରୀ ଏବଂ ଅନୁଗୋଳ ବସ୍‌ଷ୍ଟାଣ୍ଡରୁ ମଧ୍ୟ ବସ୍‌ ଚଳାଚଳ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୮୬ ଦେଶରେ ୩୪୬୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଓ୍ବାଶିଂଟନ,୫।୫: ଗୋଟିଏ ଦିନରେ ପୃଥିବୀର ୮୬ ଦେଶରେ କରୋନା ସଂକ୍ରମଣ ଯୋଗୁ ୩୪୬୬ ଜଣଙ୍କ ମୃତ୍ୟୁ ଘଟିଛି। ୨୪ ଘଣ୍ଟାରେ ୧୩୬ ଦେଶରେ ୭୧ ହଜାର...

ଫର୍ନେସ ଚାର୍ଜିଂ ବେଳେ ନିଆଁ ଲାଗିବା ଘଟଣା: ଜାରି ହୋଇଥିବା ୧୪୪ ଧାରା ଆଉ ୪୮ଘଣ୍ଟାକୁ ବୃଦ୍ଧି

ଭଦ୍ରକ ଅଫିସ, ୧୪।୪: ଭଦ୍ରକ ଜିଲାର ଏକ କମ୍ପାନୀ ଗେଟ୍‌ର ୨୦୦ ମିଟର ଅଞ୍ଚଳରେ ବୁଧବାରରୁ ଜାରି ରହିଥିବା ୧୪୪ ଧାରାକୁ ଆଉ ୪୮ ଘଣ୍ଟା...

ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୦।୧୨(ବ୍ୟୁରୋ):ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ସୋମବାର ଶୁଭାରମ୍ଭ କରିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହା ଶୁଭାରମ୍ଭ ହୋଇଛି।...

୨୦ ବର୍ଷରେ ଲକ୍ଷେ ଗଛ ବଳି

ଭଦ୍ରକ ଅଫିସ,୨୭।୮-ଅମ୍ଳଜାନର ଘୋର ଅଭାବ ପରିଲକ୍ଷିତ ହେଉଛି। ଏଣୁ ଚାରାରୋପଣ ଉପରେ ସମସ୍ତେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ସମୁଦ୍ର କୂଳଠାରୁ...

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...

୩ୟ ନୂଆପଡା ପ୍ରିମିୟର ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ମ୍ୟାଚ୍‌ରେ ଖଡ଼ିଆଳ, ନୂଆପଡ଼ା ବିଜୟୀ

ନୂଆପଡା ଅଫିସ,୨୯ା୮: ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ଫୁଟବଲ ଆସୋସିଏଶନ ପକ୍ଷରୁ ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ ଖଡିଆଳ ଏବଂ...

୨୫ରେ ଓଡ଼ିଶା-ଜାପାନ ମହୋତ୍ସବ

ପୁରୀ ଅଫିସ,୨୦ା୨: ଚଳିତ ମାସ ୨୫ ତାରିଖ ସନ୍ଧ୍ୟା ୫ଟାରେ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡ୍‌ର ବାଲିଘାଇ ଛକସ୍ଥିତ ଚନ୍ଦ୍ରଶେଖର ଏକାଡେମୀ ପରିସରରେ ଓଡ଼ିିଶା-ଜାପାନ ମହୋତ୍ସବ...

ଆକ୍ରମଣ ଅଭିଯୁକ୍ତ ଗିରଫ

ତାଳଚେର,୪ା୧୧(ନି.ପ୍ର.)- ତାଳଚେର ସୁରକ୍ଷା ମଞ୍ଚ ସଭାପତି ମୁରଲୀଧର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ କଲିୟାରୀ ପୋଲିସ ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଅବିନାଶ ସାହୁଙ୍କୁ ରବିବାର...

Advertisement
Archives

Model This Week