ବାଧକ ସାଜିଛି ଗଛ: ଧିମେଇ ଯାଉଛି ରାସ୍ତା କାମ

ଜମନକିରା,୮।୧୨(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ ଗୃହ ଓ ପୂର୍ତ୍ତ ବିଭାଗ ପକ୍ଷରୁ ଜମନକିରା ୫୩ ନଂ. ରାଜପଥ ଷଣ୍ଢପଥର-ଫାଶୀମାଳ ଏବଂ ଜମନକିରା ମୁଖଛକ -ବଡ଼ମାଳ ପର୍ଯ୍ୟନ୍ତ ନିର୍ମାଣାଧୀନ ଥିବା ରାସ୍ତା ମଝିରେ ଗଛଗୁଡ଼ିକ ଥିବାରୁ ରାସ୍ତାକାମ ବାଧାପ୍ରାପ୍ତ ହେଉଛି। ଏ ନେଇ ଅଞ୍ଚଳବାସୀ ରାସ୍ତାକାମକୁ ତ୍ୱରାନ୍ବିତ କରିବା ପାଇଁ ବିଭାଗ, ଠିକାଦାର ସଂସ୍ଥା ଏବଂ ପ୍ରଶାସନ ପାଖରେ ଦାବି କରୁଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଜମନକିରା ମୁଖ୍ୟଛକ ୫୩ ନଂ. ରାଜପଥରୁ ବଡ଼ମାଳ ପର୍ଯ୍ୟନ୍ତ ସାଢ଼େ ୮ କିଲୋମିଟର ରାସ୍ତା କୁଚିଣ୍ଡା ଗୃହ ଓ ପୂର୍ତ୍ତ ବିଭାଗ ଦ୍ୱାରା ଅଧିକ ଚଉଡ଼ା କରାଯାଉଥିବା ବେଳେ ଏହି କାମକୁ ଏକ ଠିକାସଂସ୍ଥା ହାତକୁ ନେଇଛି। ଠିକାସଂସ୍ଥା କାମକୁ ଶୀଘ୍ର ଶେଷ କରିବା ପାଇଁ ପ୍ରୟାସ କରୁଥିବା ବେଳେ ରାସ୍ତା ମଝିରେ ଥିବା ୭ଟି ଗଛ ବାଧକ ସାଜିଛି।
ସେହିପରି ଷଣ୍ଢପଥର ଛକଠାରୁ ଫାଶୀମାଲ ଗଁାକୁ ଥିବା ୧୩ କିଲୋମିଟର ରାସ୍ତାରେ ଅନୁରୂପ ଭାବେ ଅନେକ ଗଛ ମଝିରେ ରହିଛି। ସେଥିପାଇଁ ଠିକାସଂସ୍ଥା କାମକୁ ଶୀଘ୍ର କରିପାରୁନାହିଁ। ରାସ୍ତାକାମ ଶୀଘ୍ର ଶେଷ କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଆସୁଥିବା ବେଳେ ଉଭୟ ରାସ୍ତାରେ ଗଛ ଥିବାରୁ କାମ ଠିକ୍‌ରେ ଆଗେଇ ପାରୁ ନ ଥିବା ସଂସ୍ଥା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଶୌଚାଳୟ ପରିଷ୍କାର ପରିଚ୍ଛନ୍ନତା ଦାବି

ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ସାହି ଓ ପୋଖରୀଗୁଡିକୁ ସ୍ବଚ୍ଛତା ଲକ୍ଷ୍ୟରେ ବିଏମ୍‌ସି ପକ୍ଷରୁ ବିଭିନ୍ନ ୱାର୍ଡରେ ଆମ...

ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନ ନାମ ପରିବର୍ତ୍ତନ ପ୍ରସ୍ତାବ ଯାଜପୁରରୋଡ: ଡୋଲିପୁର ନାମରେ ନାମିତ ଦାବି ଡିଆରଏମ୍‌ଙ୍କୁ ଭାଜପା ବ୍ୟାସନଗର ମଣ୍ଡଳର ଦାବିପତ୍ର

ଯାଜପୁର ଅଫିସ,୩।୯- ଓଡ଼ିଶା ଦେଇ ଯାଇଥିବା ହାୱଡା-ଚେନ୍ନାଇ ମୁଖ୍ୟ ରେଳଲାଇନର କଟକ ଓ ଭଦ୍ରକ ମଧ୍ୟରେ ଥିବା ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନର ନାମକୁ ଯାଜପୁର ରେଳଷ୍ଟେଶନ...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ

ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ...

ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି ।...

କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍‌ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଲିଫ୍ଟ ଅଚଳ

କେନ୍ଦୁଝର,୯।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ହେଲା ଲିଫ୍ଟ ଅଚଳ ଯୋଗୁ ରୋଗୀ ହିନସ୍ତା ହେଉଛନ୍ତି। ବିଶେଷ କରି ବୃଦ୍ଧା/ବୃଦ୍ଧ, ଶାରିରୀକ ଭିନ୍ନକ୍ଷମ...

ଚାଲିଛି ମାନସମନ୍ଥନ

ବ୍ରଜରାଜନଗର,୫।୬(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନର୍ବାଚନ ଫଳାଫଳ ଘୋଷଣା ହୋଇସାରିଛି। ଏବେ ବିଜେଡି, ଭାଜପା ଓ କଂଗ୍ରେସ ନିଜ ସମର୍ଥକଙ୍କୁ ନେଇ ମାନସମନ୍ଥନ ଆରମ୍ଭ କରିଦେଇଛନ୍ତି। ବିଶେଷ କରି...

ଜଗନ୍ନାଥପ୍ରସାଦରେ ଜନତା କର୍ଫ୍ୟୁ: ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

ଜଗନ୍ନାଥପ୍ରସାଦ,୨୨।୩(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ମୁଖ୍ୟ ବଜାର ଜଗନ୍ନାଥ...

Advertisement
Archives

Model This Week