ବାପାଙ୍କୁ ଘରେ ଲୁଚାଇଥିବା ନେଇ ପୁଅଙ୍କୁ ମାଡ଼

ନୟାଗଡ଼ ଅଫିସ/ ରଣପୁର,୨୮ା୩(ସ୍ବ.ପ୍ର.): ବାପା କେରଳରେ ଫସିଛନ୍ତି। ଏପରିସ୍ଥଳେ ଘରେ ଲୁଚାଇଥିବା ନେଇ ଗଁ।ର କିଛି ଲୋକଙ୍କ ଅକ୍ରୋଶର ଶିକାର ହୋଇ ମାଡ ଖାଇଛନ୍ତି ପୁଅ, ମା’ଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ। ଏଭଳି ଘଟଣା ଶୁକ୍ରବାର ନୟାଗଡ ଜିଲା ରଣପୁର ଥାନା ବାଉଁଶଗଡ ମଝିସାହିରେ ଘଟିଛି। ଏ ନେଇ ରଣପୁର ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ ନୀରବତା ଅବଲମ୍ବନ କରିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଅଭିଯୋଗ ଅନୁସାରେ ବାଉଁଶଗଡ ମଝିସାହିର ବାନାମ୍ବର ପ୍ରଧାନ (୪୫) କେରଳରେ ୮ବର୍ଷ ହେଲା କାମ କରୁଛନ୍ତି। ମଝିରେ ମଝିରେ ସେ ଘରକୁ ଆସିଥାନ୍ତି। ଏବେ କରୋନାର ପ୍ରଭାବ ଦେଖାଦେଇଥିଲେ ମଧ୍ୟ ସେ ଘରକୁ ଫେରିନାହାନ୍ତି। କିନ୍ତୁ ଗଁାର କିଛି ଲୋକ ବାନାମ୍ବରଙ୍କ ସମ୍ପର୍କରେ ପୁଅ ବିଶ୍ୱଜିତ (୧୭)ଙ୍କୁ ପଚାରିଥିଲେ। ବାପା କେରଳରୁ ଫେରି ନ ଥିବା କହିବା ପରେ ସେମାନେ ବିଶ୍ୱଜିତ୍‌ଙ୍କୁ ମାରପିଟ କରିଥିଲେ। ପୁଅକୁ ରକ୍ଷା କରିବାକୁ ଯାଇ ମା’ କବିତା (୩୭) ବି ମାଡ ଖାଇଥିଲେ। ପରେ ସମ୍ପୃକ୍ତ ବ୍ୟକ୍ତିମାନେ ଘରେ ପଶି ଯାଆ ସୁରତ(୪୦), ଶାଶୁ ବିଳାସ(୬୫)ଙ୍କୁ ମଧ୍ୟ ଆକ୍ରମଣ କଲେ। ଏ ନେଇ ରଣପୁର ଥାନା ଆଇଆଇସି ରଶ୍ମିରଞ୍ଜନ ଦାଶଙ୍କୁ ପଚାରିବାରୁ ସେ କିଛି ନ କହି ଏଡାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri