Posted inଖେଳ

ବାପାଙ୍କ ବିୟୋଗ ଲାଗି ୟୁଏସ୍‌ ଓପନ୍‌ରୁ ଓହରିଲେ ଆମଣ୍ଡା

ନ୍ୟୁୟର୍କ, ୨୨।୮- ଆମେରିକା ଟେନିସ ଲଳନା ଆମଣ୍ଡା ଆନିସିମୋଭା ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରୁ ଓହରି ଯାଇଛନ୍ତି। ତାଙ୍କ ବାପା ତଥା କୋଚ୍‌ କୋନ୍‌ଷ୍ଟାଣ୍ଟିନାଙ୍କ ବିୟୋଗ ଯୋଗୁ ୧୭ ବର୍ଷୀୟା ଆମଣ୍ଡା ଏହି ନିଷ୍ପତ୍ତି ନେଇଛନ୍ତି। ଆମେରିକା ଟେନିସ ଆସୋସିଏଶନ ମଧ୍ୟ ଏହି ଅବସରରେ ଆମଣ୍ଡା ବାପାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛି। ଆମେରିକାର ଏହି ଟିନ୍‌ଏଜ୍‌ ଖେଳାଳି ଗତ ଜୁନ୍‌ରେ ଫ୍ରେଞ୍ଚ୍‌ ଓପନ୍‌ ସେମିଫାଇନାଲରେ ପ୍ରବେଶ କରି ସମସ୍ତଙ୍କୁ ଚକିତ କରିଦେଇଥିଲେ। ସେମିଫାଇନାଲ ପଥରେ ଆମଣ୍ଡା ଓ୍ବିମ୍ବେଲଡନ୍‌ ଚାମ୍ପିୟନ ସିମୋନା ହାଲେପ୍‌ଙ୍କୁ ପରାସ୍ତ କରିଥିଲେ। ତେବେ ୟୁଏସ୍‌ ଓପନ୍‌ ଚାମ୍ପିୟନ ଆଶଲେଘ ବାର୍ଟିଙ୍କ ନିକଟରୁ ହାରି ସେ ପ୍ରତିଯୋଗିତାରୁ ବିଦାୟ ନେଇଥିଲେ। ବିଶ୍ୱ ମାନ୍ୟତାର ୨୪ତମ ସ୍ଥାନରେ ରହିଥିବା ଆମଣ୍ଡା ସର୍ବକନିଷ୍ଠା ମହିଳା ଟେନିସ ଖେଳାଳି ଭାବେ ବିଶ୍ୱ ମାନ୍ୟତାର ଟପ୍‌-୧୦୦ରେ ପ୍ରବେଶ କରିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ କ୍ରିକେଟ: ଇଂଲଣ୍ଡକୁ ହରାଇଲା ପାକିସ୍ତାନ

ନଟିଂହାମ୍‌, ୧୮ା୭ (ଏପି)-ବାବର ଆଜାମ ଓ ମହମ୍ମଦ ରିଜଓ୍ବାନ ପ୍ରଥମ ଉଇକେଟରେ ୧୫ ଓଭରରେ ୧୫୦ ରନ ଯୋଗ କରିବାରୁ ସ୍ଥାନୀୟ ଟେଣ୍ଟବ୍ରିଜ୍‌ଠାରେ ଅନୁଷ୍ଠିତ ପ୍ରଥମ...

ପ୍ରଥମଥର ପାଇଁ ଭାଇଙ୍କ ସହ ନଜର ଆସିଲେ ଧୋନୀ

ରାଞ୍ଚି,୬।୧୧: ଭାରତୀୟ କ୍ରିକେଟ ଟିମ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରଥମଥର ପାଇଁ ତାଙ୍କ ଭାଇଙ୍କ ସହ ସାମ୍ନାକୁ ଆସିଛି। ଏହି ଫଟୋ...

ପ୍ରଥମ ଟେଷ୍ଟରୁ ବ୍ରଡ୍‌ ବାଦ୍‌ ପଡ଼ିବା ସମ୍ଭାବନା

ସାଉଥାମ୍ପଟନ, ୭।୭(ପି.ଟି.): ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ପ୍ରଥମ କ୍ରିକେଟ ଟେଷ୍ଟ। ଘରୋଇ ଇଂଲଣ୍ଡ ଦଳ ୩ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ, ଜୋଫ୍ରା...

ବ୍ୟାଟିଂ ପରେ ବୋଲିଂରେ ଆଉ ଏକ କୀର୍ତ୍ତିମାନ ରଚିଲେ ଜାଡେଜା

ମୋହାଲି,୬।୩: ଶ୍ରୀଲଙ୍କା ବିପକ୍ଷରେ ଏଠାରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚମକିଛନ୍ତି ରବୀନ୍ଦ୍ର ଜାଡେଜା । ପ୍ରଥମେ ବ୍ୟାଟିଂ ପରେ ଏବେ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି...

ରାଇନାଙ୍କ ଉପରେ ରାଗିଲେ ସିଏସ୍‌କେ ମାଲିକ, ଜାଣନ୍ତୁ କାହିଁକି

ଚେନ୍ନାଇ,୩୧।୮: ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ଟିମ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ(ସିଏସ୍‌କେ) ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି ସୁରେଶ ରାଇନା ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ଏନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି...

ଭାରତକୁ ୪ଥର ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଯୁବରାଜ

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଷ୍ଟାଇଲିସ୍‌ ଖେଳାଳି ଯୁବରାଜ ସିଂ ଆଜି ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୨ ଡିସେମ୍ବର ୧୯୮୧ରେ ଚଣ୍ଡିଗଡ଼ରେ ସେ ଜନ୍ମଗ୍ରହଣ...

ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା

କୋଲକାତା, ୧୬ା୨ (ପି.ଟି.)-ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ଶୃଙ୍ଖଳା କମିଟି ଆଇ-ଲିଗ୍‌ ହେଭିଓ୍ବେଟ୍‌ ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା କରିଛି। ୪ଜଣ ପୂର୍ବତନ ଖେଳାଳିଙ୍କୁ...

ଜିଆଓଜୁନ୍‌ ସବୁଠାରୁ ବୟସ୍କ ଭାରୋତ୍ତୋଳନ ଚାମ୍ପିୟନ

ଟୋକିଓ, ୧ା୮ (ଏପି)- ଚାଇନାର ଲିୟୁ ଜିଆଓଜୁନ୍‌ ସବୁଠାରୁ ବୟସ୍କ ଭାବେ ଅଲିମ୍ପିକ୍ସ ଭାରୋତ୍ତୋଳନରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶନିବାର ପୁରୁଷ ୮୧ କେ.ଜି....

Advertisement
Archives

Model This Week