Posted inଜାତୀୟ

ବାବରି ମସଜିଦ୍‌ ପ୍ରସଙ୍ଗରେ ପ୍ରଜ୍ଞା ଦେଲେ ବିବାଦୀୟ ମନ୍ତବ୍ୟ: ପୁଣି ଇସି ଜାରି କଲେ ନୋଟିସ୍‌

ଭୋପାଳ, ୨୧।୪: ମାଲେଗାଓଁ ବିସ୍ଫୋରଣ ଅଭିଯୁକ୍ତ ତଥା ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବାବେଳେ ନିର୍ବାଚନ କମିଶନ(ଇସି)ପୁଣି ଥରେ ପ୍ରଜ୍ଞାଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏକ ଟିଭି ଚ୍ୟାନେଲ୍‌କୁ ସାକ୍ଷାତ୍‌କାର ଦେବାବେଳେ ପ୍ରଜ୍ଞା ବାବରି ମସଜିଦ୍‌କୁ ଏକ କଳଙ୍କ ବୋଲି କହିବା ସହିତ ଏହାକୁ ଭଙ୍ଗାଯିବା ଘଟଣା ଗର୍ବର ବିଷୟ ବୋଲି ପ୍ରକାଶ କରିଥିଲେ। ପ୍ରଜ୍ଞାଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଭାଜପା ଅଡୁଆରେ ପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ କଂଗ୍ରେସର ଦାବି, ମହିଳା ସଂରକ୍ଷଣ ବିଲ ପାସ କରନ୍ତୁ ମୋଦି ସରକାର

ହାଇଦ୍ରାବାଦ,୧୭।୯: କଂଗ୍ରେସ ଦଳ ଆଗାମୀ ଲୋକ ସଭା ଏବଂ ରାଜ୍ୟ ସଭା ନିର୍ବାଚନ ପାଇଁ ମନ୍ଥନ ଆରମ୍ଭ କରି ଦେଇଛନ୍ତି। ନବ ଗଠିତ କଂଗ୍ରେସ କାର୍ଯ୍ୟ...

ବେଲୁର ମଠରେ ରାଷ୍ଟ୍ରପତି…

କୋଲକାତା,୨୮।୩ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ବେଲୁର ମଠ ପରିଦର୍ଶନ କରିଛନ୍ତି। ଶ୍ରୀ ଶ୍ରୀ ଠାକୁର ରାମକୃଷ୍ଣ ପରମହଂସ ଏବଂ ମା ଶାରଦା ଦେବୀଙ୍କର...

ଆଗାଥାଙ୍କୁ ଅଭିନନ୍ଦନ

ନୂଆଦିଲ୍ଲୀ,୨୨-୧୧:ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ତୁରା ଏମ୍‌ପି ଆଗାଥା ସଙ୍ଗ୍‌ମା ଗୁରୁବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଲୋକ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ ପି.ଏ. ସଙ୍ଗ୍‌ମାଙ୍କ...

ପୂର୍ବତନ ଭାଜପା ସରକାରଙ୍କ ଦୁର୍ନୀତିର ହେବ ଯାଞ୍ଚ୍‌: ସିଦ୍ଦରାମାୟା…

ବେଙ୍ଗାଲୁରୁ,୨୭।୬ : କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ମଙ୍ଗଳବାର କହିଛନ୍ତି ତାଙ୍କ ସରକାର ପୂର୍ବ ଭାଜପା ସରକାରଙ୍କ ଶାସନ କାଳରେ ହୋଇଥିବା ସମସ୍ତ ଦୁର୍ନୀତି ଏବଂ ଅନିୟମିତତାର...

କର୍ନାଟକ କଂଗ୍ରେସକୁ ଲାଗିଲା ଝଟ୍‌କା: ଇସ୍ତଫା ଦେଲେ ବିଧାୟକ ଆନନ୍ଦ ସିଂ

ବେଲ୍ଲାରୀ,୧।୭: କଂଗ୍ରେସରେ ଇସ୍ତଫା ପର୍ବ ଚାଲିଥିବା ବେଳେ କର୍ନାଟକ ବେଲ୍ଲାରୀ ଜିଲା ବିଜୟନଗରର କଂଗ୍ରେସ ବିଧାୟକ ଆନନ୍ଦ ସିଂ ଇସ୍ତଫା ଦେଇଛନ୍ତି। ବିଧାନସଭା ଅଧ୍ୟକ୍ଷ କେଆର୍‌...

ଅଗଷ୍ଟରେ ବେରୋଜଗାରୀ ହାର ୮.୩%କୁ ବୃଦ୍ଧି

ନୂଆଦିଲ୍ଲୀ,୨ା୯:ଅଗଷ୍ଟରେ ଭାରତରେ ବେରୋଜଗାରୀ ହାର ୮.୩ %କୁ ବୃଦ୍ଧି ପାଇଛି, ଯାହା ବର୍ଷକ ମଧ୍ୟରେ ସର୍ବାଧିକ। ଏହି ମାସରେ ନିଯୁକ୍ତି ୨ ନିୟୁତ ହ୍ରାସ ପାଇ...

୫ରେ ପେଗାସସ୍‌ ଶୁଣାଣି

ନୂଆଦିଲ୍ଲୀ, ୨ା୮: ଇସ୍ରାଏଲର ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ସ୍ପାଏଓ୍ବେର ପେଗାସସ୍‌ ଦ୍ୱାରା ନେତା, ଖବରଦାତା, ବିଚାରବିଭାଗୀୟ କାର୍ଯ୍ୟକର୍ତ୍ତା ପ୍ରମୁଖଙ୍କ ଉପରେ ଗୁପ୍ତଚରଗିରି ଘଟଣାର ସ୍ବତନ୍ତ୍ର...

ଇନ୍ଦିରା ଅନୁଚ୍ଛେଦ ୩୫୬ର ୫୦ ଥର ଦୁରୁପଯୋଗ କରିଥିଲେ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୯।୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ୫୦ ଥର ରାଜ୍ୟ ସରକାରଗୁଡ଼ିକୁ ଭାଙ୍ଗିଥିଲେ ବୋଲି ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement
Archives

Model This Week