Posted inଜାତୀୟ

ବାବର ମସଜିଦ୍‌ ନିର୍ମାଣ କରିଥିଲେ: ଏହାର ନାହିଁ ପ୍ରମାଣ

ନୂଆଦିଲ୍ଲୀ,୧୩।୮: ଅଯୋଧ୍ୟାର ରାମଜନ୍ମ ଭୂମି-ବାବରୀ ମସଜିଦ୍‌ ମାମଲାରେ ମଙ୍ଗଳବାର ରାମଲଲାଙ୍କ ପକ୍ଷରୁ ଆଇନଜୀବୀ ଏସ୍‌.ସି. ବୈଦନାଥନ୍‌ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ ଖଣ୍ଡପୀଠ ସମ୍ମୁଖରେ ପ୍ରକାଶ କରିଥିଲେ ଯେ, ମସଜିଦ୍‌ ବାବରଙ୍କ ଦ୍ୱାରା ନିର୍ମାଣ ହୋଇଥିବାର କୌଣସି ପ୍ରମାଣ ନାହିଁ। ଶ୍ରୀରାମଙ୍କ ଜନ୍ମସ୍ଥାନ କେଉଁଠି ବୋଲି ଖଣ୍ଡପୀଠଙ୍କ ପ୍ରଶ୍ନର ଉତ୍ତରରେ ବୈଦନାଥନ୍‌ କହିଥିଲେ ଯେ, ଏହା ମସଜିଦ୍‌ର ଗମ୍ବୁଜ ସ୍ଥଳରେ ଥିବା ସେ କହିଥିଲେ। ଏହି ସ୍ଥଳରେ ପୂର୍ବରୁ ମନ୍ଦିର ହିଁ ଥିଲା ବୋଲି ସେ ଦାବି କରିଛନ୍ତି। ଅପରପକ୍ଷରେ ମୁସଲମାନ୍‌ଙ୍କ ପକ୍ଷରୁ ପୂର୍ବରୁ ଦାବି କରାଯାଇଥିଲା ଯେ, ସେମାନଙ୍କ ପାଖରେ ୪୩୮ ବର୍ଷର ଜମି ଅଧିକାର କାଗଜ ପତ୍ର ରହିଛି। ତେବେ ହାଇକୋର୍ଟ ଏହି ତର୍କକୁ ମାନିବାକୁ ମନା କରିଥିଲେ। ସୂଚନାଯୋଗ୍ୟ, ଅଯୋଧ୍ୟା ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ପ୍ରତିଦିନ ଜାରି ରହିଛି। ଏହାର ପ୍ରଥମ ୫ ଦିନ ଶୁଣାଣିକୁ ଓ୍ବକଫ ବୋର୍ଡ ପକ୍ଷରୁ ବିରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri