ବାବା ଆଖଣ୍ଡଳମଣିଙ୍କୁ ଧନୁମୁଆଁ ସମର୍ପଣ

ଆରଡ଼ି,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଧନୁସଂକ୍ରାନ୍ତି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କୁ ଧନୁମୁଆଁ ସମର୍ପଣ କରାଯାଇଛି ା ସୋମବାର ଭୋର ୪.୩୦ରେ ମନ୍ଦିରରେ ପହୁଡ଼ ଖୋଲିବା ପରେ ବିଧି ଅନୁସାରେ ମଙ୍ଗଳ ଆଳତି କରାଯାଇ ସ୍ନାନ କରାଯାଇଥିଲା। ପରେ ବାବାଙ୍କୁ ପଞ୍ଚାନନ ବେଶରେ ସଜ୍ଜିତ କରାଯାଇଥିଲା। ପରେ ଧନୁମୁଆଁ ସମର୍ପଣ କରାଯାଇଥିଲା। ପ୍ରଥାନୁସାରେ ସ୍ଥାନୀୟ ଅଞ୍ଚଳ କୃଷିପ୍ରଧାନ ଅଞ୍ଚଳ ହୋଇଥିବାରୁ ଚାଷୀମାନେ ସେମାନଙ୍କ ପ୍ରଥମ ଶସ୍ୟରେ ଖଇମୁଆଁ ପ୍ରସ୍ତୁତ କରି ବାବା ଆଖଣ୍ଡଳମଣିଙ୍କୁ ଭୋଗ ସ୍ବରୂପ ପ୍ରଦାନ କରୁଥିଲେ। ସେହି ପ୍ରଥାକୁ ବଜାୟ ରଖିବାକୁ ସଂକ୍ରାନ୍ତିରେ ବାବାଙ୍କୁ ପ୍ରଥମେ ପାଳିଆ ସେବାୟତ ମଣି ପ୍ରସାଦ ପାଢ଼ୀ ଓ ପରେ ସମସ୍ତ ସେବାୟତଙ୍କ ପରିବାର ପକ୍ଷରୁ ମୁଆଁଭୋଗ ସମର୍ପଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri