ବାଭଣପଡାରେ କାଳବୈଶାଖୀ: ଘର ଉପରେ ମାଡ଼ି ବସିଲା ବିଶାଳ ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ହୋଇଛି। ଫଳରେ ସାହିର ତ୍ରିଲୋଚନ ନାଏକଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡ଼ିବାରୁ ତାଙ୍କର ୨ ବଖରା ଛପର ଘର ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ତ୍ରିଲୋଚନ ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଙ୍ଗଭୀମ ଦେବଙ୍କ ସମୟରୁ ରସାବଳି ଭୋଗ

କେନ୍ଦ୍ରାପଡ଼ା ଅଫିସ,୨।୮: କେନ୍ଦ୍ରାପଡ଼ା ରସାବଳିର ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ)ର ଟ୍ୟାଗ୍‌ ପାଇଁ ନୂଆଦିଲ୍ଲୀରେ ସ୍ବର ଉଠିଛି। ଗବେଷକଙ୍କ ଅନୁସନ୍ଧାନ ଅନୁଯାୟୀ...

ଭିତରକନିକାରେ କୋଭିଡ୍‌ କଟକଣା ଉଲ୍ଲଂଘନ: ୫ ଶହ ବଦଳରେ ବୁଲିଲେ ୧୮୫୨ ପର୍ଯ୍ୟଟକ

ରାଜନଗର,୨୬ା୧୨(ଡି.ଏନ.ଏ.): ଶୁକ୍ରବାର ଥିଲା ବଡଦିନ । ଭିତରକନିକା ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନଙ୍କ ଭିଡ ଜମିଥିଲା । କୋଭିଡ୍‌ କଟକଣା ଯୋଗୁ ଭିତରକନିକା ଭିତରକୁ ପ୍ରତିଦିନ ୫ଶହ...

ଜିଲାରେ ପ୍ରଥମ ଦିନରେ ୮୧୦ ପ୍ରାର୍ଥତ୍ପତ୍ର ଦାଖଲ

କେନ୍ଦ୍ରାପଡ଼ା ଅଫିସ, ୧୮ା୧: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ମନୋନୟନ ପତ୍ର ଦାଖଲ ଆରମ୍ଭ ହୋଇଛି। ପ୍ରଥମ...

ଯନ୍ତ୍ରଣା ସହି ନ ପାରି ଜୀବନ ହାରିଲେ ବୃଦ୍ଧା

ମାର୍ଶାଘାଇ, ୩।୪ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଡ଼କୁଳ ଗ୍ରାମର ଜନୈକା ବୃଦ୍ଧା ଯନ୍ତ୍ରଣା ସହି ନ ପାରି ଶୁକ୍ରବାର ଜୀବନ ହାରିଛନ୍ତି। ସେ...

ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ରାଜନଗର,୧୦ା୧୨(ଡି.ଏନ.ଏ.) :ସ୍ବାଧୀନତା ସଂଗ୍ରାମୀ, ଗାନ୍ଧିବାଦୀ ନେତା, ସାମ୍ବାଦିକ, ସାମାଜିକ କର୍ମୀ ଜୟସିଂହ ମହାପାତ୍ରଙ୍କ ବୁଧବାର ଅପରାହ୍ନରେ ୯୫ ବର୍ଷରେ ପରଲୋକ ହୋଇଯାଇଛି। ସପ୍ତାହେ ଧରି ସେ...

ଅଲିଭା କେନ୍ଦ୍ରାପଡା ଜିଲା ଟପ୍ପର

କେନ୍ଦ୍ରାପଡା ଅଫିସ,୨୯ା୭-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ରାଧାମୋହନ ଟେକ୍ନିକାଲର ଛାତ୍ରୀ ଅଲିଭା ଭୂୟଁା ସର୍ବାଧିକ ନମ୍ବର ରଖି ଜିଲାରେ ପ୍ରଥମ...

ଅସୁରକ୍ଷିତ ଭାବେ କାମ କରୁଛନ୍ତି ଶ୍ରମିକ

ମହାକାଳପଡ଼ା,୧୨।୨(ଡି.ଏନ.ଏ.): ଘରକୁ ପାଇପ୍‌ ଯୋଗେ ପାନୀୟଜଳ ପହଞ୍ଚାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ଖର୍ଚ୍ଚ ହେଉଛି। ଅପରପକ୍ଷେ...

ସ୍ମାର୍ଟ ସ୍କୁଲ: ଶାରଦା ଏକାଡେମୀର କରୁଣ ସ୍ଥିତି

ଡେରାବିଶ,୨୪ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଇନ୍ଦାଳୋ ପଞ୍ଚାୟତ ଛକନାସ୍ଥିତ ଶାରଦା ଏକାଡେମୀ ସ୍ମାର୍ଟ ସ୍କୁଲରେ ରୁପାନ୍ତରିତ ହେବା ପରେ ତା’ର କରୁଣ ସ୍ଥିତି ବୁଦ୍ଧିଜୀବୀଙ୍କୁ...

Advertisement
Archives

Model This Week