ବାମରାରେ ସାନିଟାଇଜ ଜାରି

ବାମରା, ୧୬।୪ (ଡି.ଏନ.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବର୍ତ୍ତମାନ ଚାରିଆଡେ ସାନିଟାଇଜ ପ୍ରକ୍ରିୟା ଜାରି ରହଛି। ଏହିକ୍ରମରେ ସମ୍ବଲପୁର ଜିଲା ବାମରା ବ୍ଲକ ସଦର ମହକୁମା ଓ କେଶାଇବାହାଲଠାରେ ମଧ୍ୟ ସାନିଟାଇଜ ଚାଲିଛି। ବାମରା ଅଗ୍ନିଶମ ବିଭାଗ ଭାରପ୍ରାପ୍ତ ଅଧିକାରୀ ରାମରତନ ଭିତରିଆଙ୍କ ତତ୍ତ୍ବାବଧାନରେ ଏସବିଆଇ ଓ ପିଏନବି ଏଟିଏମ, ଗୋବିନ୍ଦପୁର ଥାନା, ବିଭିନ୍ନ ବ୍ୟାଙ୍କ, ଡାକ୍ତରଖାନା, ପଞ୍ଚାୟତ ଅଫିସ, ବ୍ଲକ ଅଫିସ, ଫରେଷ୍ଟ ଅଫିସ, ରେଲୱେ କଲୋନୀ, ଗୁର୍ଲାଛକ, ବିଜୁ ପଟ୍ଟନାୟକ ଛକ, ବସଷ୍ଟାଣ୍ଡ, ଷ୍ଟେସନବସ୍ତି ମୁଖ୍ୟ ବଜାର ଆଦି ସ୍ଥାନରେ ବିଶୁଦ୍ଧିକରଣ କରାଯାଇଥିଲା । ଏଥିରେ ନିଳାମ୍ବର ପଟ୍ଟା, ଲାଲୁ ମୁଣ୍ଡା, ସଞ୍ଜିତ ନାୟକ, ଟଙ୍କଧର ନାଏକ, ସମିର ସାହୁ, ଦିଲବର ବୁଡ, ମାହାତୋ ବାରଲା ଓ ଉତ୍ତମ ଟପ୍ପୋ ପ୍ରମୁଖ କର୍ମଚାରୀମାନେ ସାମିଲ ହୋଇଥିଲେ । ସେହିଭଳି କେଶାଇବାହାଲର ଗୁଣନିଧି ପିଙ୍ଗ ଓ ନରେନ୍ଦ୍ର ଟପ୍ପୋ ମିଶି ସ୍ଥାନୀୟ ଷ୍ଟେଟବ୍ୟାଙ୍କ, ଆରଆଇ ଅଫିସ, ଲ୍ୟାମ୍ପ୍ସ, ଡାକ୍ତରଖାନା, ପଞ୍ଚାୟତ ଅଫିସ, ଜନସେବା କେନ୍ଦ୍ର, ଏଟିଏମ କାଉଣ୍ଟର, ମାର୍କେଟର ଦୋକାନ ବଜାର ଅଞ୍ଚଳ ବୁଲି ବୁଲି ବିଶୁଦ୍ଧିକରଣ କରିଥିଲେ। ସରୋଜ ଦାଶ, ସନ୍ଦୀପ ନାୟକ, ରାଜ ତିଳକ ରାୟ, ତରୁଣ ନାଏକ ଓ ପ୍ରଶାନ୍ତ ରାଉତ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri