ବାରଙ୍ଗ କାଚ କାରଖାନା ପ୍ରତିଷ୍ଠାତାଙ୍କ ପରଲୋକ

ନରାଜ, ୨୧।୧୧(ଡି.ଏନ୍‌.ଏ.): ବାରଙ୍ଗ କାଚ କାରଖାନାର ପ୍ରତିଷ୍ଠାତା ଯୁଗଳ କିଶୋର ଝୁନଝୁନୱାଲାଙ୍କ ୮୯ ବର୍ଷରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅପରାହ୍ନରେ ତାଙ୍କ ମୃତ୍ୟୁ ଘଟିଛି। କିଛି ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶିଳ୍ପପତି ଭାବେ ବାରଙ୍ଗରେ ପ୍ରଥମ କାଚ କାରଖାନା ପ୍ରତିଷ୍ଠା କରି ସେ ଅଞ୍ଚଳକୁ ଗୌରବାନିତ୍ୱ କରିଥିଲେ। ଏଥିସହ ତାଙ୍କ ଉଦ୍ୟମରେ ବାରଙ୍ଗରେ ବିଦ୍ୟାପୀଠ, ସରକାରୀ ଚିକିତ୍ସାଳୟ ଓ କନକ ଦୁର୍ଗା ମନ୍ଦିର ଆଦି ପ୍ରତିଷ୍ଠା ହୋଇପାରିଥିଲା। ତାଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତ୍ୟୁ ସମୟରେ ତାଙ୍କ ଶଯ୍ୟା ନିକଟରେ ୨ ପୁତ୍ର ସୁରେନ ଝୁନଝୁନୱାଲା ଓ ମୋହନ ଝୁନଝୁନୱାଲାଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇଦେବାକୁ ଚଳିତବର୍ଷ ଖର୍ଚ୍ଚ ହେବ ୪୫.୬୨ କୋଟି

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇ ଦିଆଯିବ। ସେଥିପାଇଁ ରାଜ୍ୟ ସରକାର ୪୫ କୋଟି ୬୨ ଲକ୍ଷ ୯୫...

ଏସ୍‌ଆଇଙ୍କୁ କାମୁଡ଼ିିଦେଲେ ମହିଳା

ଭୁବନେଶ୍ୱର,୪।୮(ବ୍ୟୁରୋ):ଲକ୍ଷ୍ମୀସାଗର ଥାନା ଅଧୀନ ଚିନ୍ତାମଣିଶ୍ୱର ଅଞ୍ଚଳରେ ମଙ୍ଗଳବାର ଏକ ଘଟଣାର ତଦନ୍ତ କରିବାକୁ ଯାଇଥିବା ମହିଳା ଏସ୍‌ଆଇ ପ୍ରିୟଦର୍ଶିନୀ ବେହେରାଙ୍କୁ ଜଣେ ଘର ମାଲିକାଣୀ ମାଡ଼...

ଶଙ୍ଖ ଛାଡି ପଦ୍ମ ଧରିବେ ପୂର୍ବତନ ବିଧାୟକ ହୃଷିକେଶ ନାଏକ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପାଟଣାର ପୂର୍ବତନ ବିଧାୟକ ହୃଷିକେଶ ନାଏକ ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି। ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ...

ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ...

ଝାରସୁଗୁଡ଼ା ଜିଲାପାଳଙ୍କ ନାମରେ ନକଲି ହ୍ବାଟ୍ସଆପ୍‌ ଆକାଉଣ୍ଟ

ଝାରସୁଗୁଡା ଅଫିସ,୨୯।୭: ଝାରସୁଗୁଡା ଜିଲାପାଳଙ୍କ ନାମରେ ଏକ ନକଲି ହ୍ବାଟ୍ସଆପ୍‌ ଆକାଉଣ୍ଟ ଖୋଲାଯାଇଛି। ଏନେଇ ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ ଟୁଇଟ କରି ଏହି...

ତିର୍ତ୍ତୋଲ ବିଧାୟକଙ୍କ ନାମରେ ମାମଲା ରୁଜୁ

ଜଗତ୍‌ସିଂହପୁର ଅଫିସ, ୪ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ପ୍ରତାରଣା ଅଭିଯୋଗ ଉପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜଗତ୍‌ସିଂହପୁର ଥାନାରେ ମାମଲା (ନଂ. ୯୫/୨୩) ରୁଜୁ...

ଘରୋଇ ସିଟି ବସ୍‌, ମୋ ବସ୍‌ରେ କଟକଣା ଉଲ୍ଲଂଘନ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ଯଥାସମ୍ଭବ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସରକାରୀ ଓ ଘରୋଇ ବସ୍‌ ପାଇଁ କଟକଣା ଜାରି କରାଯାଇଛି। ସିଟ୍‌ଠାରୁ ଅଧିକ ଯାତ୍ରୀ...

ରାଜ୍ୟରେ ସ୍ବପ୍ନ ଦେଖୁଛି ଭାଜପା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏବେ ନିର୍ବାଚନ ଫଳାଫଳକୁ ନେଇ ଚାଲିଛି ଅଙ୍କକଷା। ଫଳାଫଳ କ’ଣ ହେବ ସେକଥା ଚିନ୍ତା କରି ରାଜ୍ୟଠାରୁ...

Advertisement
Archives

Model This Week